Joshua 9:12 — Compare Translations
5 translations compared side by side
Odia - 1840
" ଦେଖ ଆମ୍ଭେ ଘରକ୍ସ୍ଟ ଆସିଲା ବେଳେ ଆଣିଥିବା ତଟକା ରୋଟୀ କିପରି ଶକ୍ସ୍ଟଖି ଫିଐି ମାରି ଗଲାଣି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଆପଣମାନଙ୍କ ନିକଟକୁ ଆସିବା ନିମନ୍ତେ ଯାତ୍ରା କରିବା ଦିନ ଗୃହରୁ ତତଲା ରୋଟୀ ଆଣିଥିଲୁ; ମାତ୍ର ଏବେ ଦେଖନ୍ତୁ, ତାହା ଶୁଖିଲା ଓ ଗମରା ହୋଇଯାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ଦେଖ ଆମ୍ଭେ ଘରୁ ଆସିଲାବେଳେ ଆଣିଥିବା ତଟକା ରୋଟୀ କିପରି ଶୁଖି ଫିମ୍ପି ମାରି ଗଲାଣି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଆପଣମାନଙ୍କ ନିକଟକୁ ଆସିବା ନିମନ୍ତେ ଯାତ୍ରା କରିବା ଦିନ ଗୃହରୁ ତତଲା ରୁଟି ଆଣିଥିଲୁ; ମାତ୍ର ଏବେ ଦେଖନ୍ତୁ, ତାହା ଶୁଖିଲା ଓ ଗମରା ହୋଇ ଯାଇଅଛି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଆପଣମାନଙ୍କ ନିକଟକୁ ଆସିବା ନିମନ୍ତେ ଯାତ୍ରା କରିବା ଦିନ ଗୃହରୁ ତତଲା ରୁଟି ଆଣିଥିଲୁ; ମାତ୍ର ଏବେ ଦେଖନ୍ତୁ, ତାହା ଶୁଖିଲା ଓ ଗମରା ହୋଇ ଯାଇଅଛି।