Joshua 9:13 — Compare Translations

5 translations compared side by side

Odia - 1840
"ପକ୍ସ୍ଟଣି ଦେଖ, ଏହିସବୁ ଦ୍ରାକ୍ଷାରସର କକ୍ସ୍ଟଐା, ନୂତନ ଦ୍ରାକ୍ଷା ରସ ରେ ଭର୍ତ୍ତି କରିଥିଲକ୍ସ୍ଟ ତାହା ଫାଟି ୟାଇଛି। ଏବଂ ଆମ୍ଭକକ୍ସ୍ଟ ଲକ୍ଷ୍ଯକର, ବହକ୍ସ୍ଟତ ଦୂର ୟାତ୍ରା କରିଥିବାରକ୍ସ୍ଟ ଆମ୍ଭମାନଙ୍କର ଲକ୍ସ୍ଟଗା ଓ ଜୋତା କିପରି ପକ୍ସ୍ଟରକ୍ସ୍ଟଣା ହାଇଗେଲାଣି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଏହି ଯେସବୁ ଦ୍ରାକ୍ଷାରସ-କୁମ୍ପା ଭର୍ତ୍ତି କରି ଆଣିଥିଲୁ, ତାହା ନୂଆ ଥିଲା, ମାତ୍ର ଦେଖନ୍ତୁ, ସବୁ ଆସି ଚିରି ଗଲାଣି; ଆଉ ଆମ୍ଭମାନଙ୍କ ଏହି ଲୁଗା ଓ ଜୋତା ଅତି ଦୂର ଯାତ୍ରା ସକାଶୁ ପୁରୁଣା ହୋଇଗଲାଣି ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଦେଖ, ଏହିସବୁ ଦ୍ରାକ୍ଷାରସର କୁମ୍ପା ନୂତନ ଦ୍ରାକ୍ଷା ରସରେ ଭର୍ତ୍ତି କରିଥିଲୁ ତାହା ଫାଟି ଯାଇଛି। ଏବଂ ଆମ୍ଭକୁ ଲକ୍ଷ୍ୟକର, ବହୁତ ଦୂର ଯାତ୍ରା କରିଥିବାରୁ ଆମ୍ଭମାନଙ୍କର ଲୁଗା ଓ ଜୋତା କିପରି ପୁରୁଣା ହୋଇଗଲାଣି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଏହି ଯେସବୁ ଦ୍ରାକ୍ଷାରସ କୁମ୍ପା ଭର୍ତ୍ତି କରି ଆଣିଥିଲୁ, ତାହା ନୂଆ ଥିଲା, ମାତ୍ର ଦେଖନ୍ତୁ, ସବୁ ଆସି ଚିରି ଗଲାଣି; ଆଉ ଆମ୍ଭମାନଙ୍କ ଏହି ଲୁଗା ଓ ଜୋତା ଅତି ଦୂର ଯାତ୍ରା ସକାଶୁ ପୁରୁଣା ହୋଇଗଲାଣି।
Odia IRV 2017 (ଓଡିଆ ବାଇବେଲ)
ପୁଣି ଏହି ଯେସବୁ ଦ୍ରାକ୍ଷାରସ-କୁମ୍ପା ଭର୍ତ୍ତି କରି ଆଣିଥିଲୁ, ତାହା ନୂଆ ଥିଲା, ମାତ୍ର ଦେଖନ୍ତୁ, ସବୁ ଆସି ଚିରି ଗଲାଣି; ଆଉ ଆମ୍ଭମାନଙ୍କ ଏହି ଲୁଗା ଓ ଜୋତା ଅତି ଦୂର ଯାତ୍ରା ସକାଶୁ ପୁରୁଣା ହୋଇଗଲାଣି।