Joshua 9:15 — Compare Translations

5 translations compared side by side

Odia - 1840
"ଯିହାଶୂେୟ ଶାନ୍ତିଚକ୍ସ୍ଟକ୍ତି ପାଇଁ ରାଜି ହାଇଗେଲେ। ସେ ସମାନଙ୍କେୁ ଜୀବିତ ରଖିବାକକ୍ସ୍ଟ ରାଜି ହେଲେ। ତେଣୁ ଇଶ୍ରାୟେଲର ନତେୃବର୍ଗଗଣ ସମାନଙ୍କେ ନିକଟରେ ଶପଥ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯିହୋଶୂୟ ସେମାନଙ୍କ ସହିତ ସନ୍ଧି କଲେ ଓ ସେମାନଙ୍କୁ ଜୀବିତ ରଖିବାକୁ ନିୟମ କଲେ, ଆଉ ମଣ୍ତଳୀର ଅଧିପତିମାନେ ସେମାନଙ୍କ ନିକଟରେ ଶପଥ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶୂୟ ଶାନ୍ତିଚୁକ୍ତି ପାଇଁ ରାଜି ହୋଇଗଲେ। ସେ ସେମାନଙ୍କୁ ଜୀବିତ ରଖିବାକୁ ରାଜି ହେଲେ। ତେଣୁ ଇସ୍ରାଏଲର ନେତୃବର୍ଗ ସେମାନଙ୍କ ନିକଟରେ ଶପଥ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯିହୋଶୂୟ ସେମାନଙ୍କ ସହିତ ସନ୍ଧି କଲେ ଓ ସେମାନଙ୍କୁ ଜୀବିତ ରଖିବାକୁ ନିୟମ କଲେ, ଆଉ ମଣ୍ଡଳୀର ଅଧିପତିମାନେ ସେମାନଙ୍କ ନିକଟରେ ଶପଥ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯିହୋଶୂୟ ସେମାନଙ୍କ ସହିତ ସନ୍ଧି କଲେ ଓ ସେମାନଙ୍କୁ ଜୀବିତ ରଖିବାକୁ ନିୟମ କଲେ, ଆଉ ମଣ୍ଡଳୀର ଅଧିପତିମାନେ ସେମାନଙ୍କ ନିକଟରେ ଶପଥ କଲେ।