Joshua 9:16 — Compare Translations
5 translations compared side by side
Odia - 1840
"ସମାନେେ ତିନିଦିନ ପରେ ସମାନଙ୍କେ ସହିତ ଚକ୍ସ୍ଟକ୍ତି କଲେ, ଇଶ୍ରାୟେଲର ଲୋକମାନେ ହୃଦଯଙ୍ଗମ କଲେ ଯେ, ସମାନେେ ଇଶ୍ରାୟେଲ ଛାଉଣୀ ନିକଟରେ ବାସ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେମାନଙ୍କ ସହିତ ନିୟମ ସ୍ଥିର କରିବାର ତିନି ଦିନ ଗତ ହୁଅନ୍ତେ, ସେମାନେ ଶୁଣିଲେ ଯେ, ଏମାନେ ଆମ୍ଭମାନଙ୍କ ନିକଟସ୍ଥ ଲୋକ ଓ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତିନି ଦିନ ପରେ ସେମାନଙ୍କ ସହିତ ଚୁକ୍ତି କଲେ, ଇସ୍ରାଏଲର ଲୋକମାନେ ହୃଦୟଙ୍ଗମ କଲେ ଯେ, ସେମାନେ ଇସ୍ରାଏଲ ଛାଉଣି ନିକଟରେ ବାସ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେମାନଙ୍କ ସହିତ ନିୟମ ସ୍ଥିର କରିବାର ତିନି ଦିନ ଗତ ହୁଅନ୍ତେ, ସେମାନେ ଶୁଣିଲେ ଯେ, ଏମାନେ ଆମ୍ଭମାନଙ୍କ ନିକଟସ୍ଥ ଲୋକ ଓ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସେମାନଙ୍କ ସହିତ ନିୟମ ସ୍ଥିର କରିବାର ତିନି ଦିନ ଗତ ହୁଅନ୍ତେ, ସେମାନେ ଶୁଣିଲେ ଯେ, ଏମାନେ ଆମ୍ଭମାନଙ୍କ ନିକଟସ୍ଥ ଲୋକ ଓ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛନ୍ତି।