Joshua 9:17 — Compare Translations

5 translations compared side by side

Odia - 1840
"ତେଣୁ ଇଶ୍ରାୟେଲର ଲୋକମାନେ ସେ ଲୋକମାନେ ଯେଉଁଠା ରେ ବାସ କରୁଥିଲେ, ସହେି ସ୍ଥାନକକ୍ସ୍ଟ ଗଲେ ଏବଂ ତୃତୀୟ ଦିନ, ଗିବିଯୋନ, କଫୀରା, ବରେୋତ୍ ଓ କରିଯତ ୟିଆରିମ୍ ନଗରମାନଙ୍କୁ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ତୃତୀୟ ଦିବସରେ ସେମାନଙ୍କ ନଗରମାନଙ୍କରେ ଉପସ୍ଥିତ ହେଲେ । ଗିବିୟୋନ୍ ଓ କଫୀରା ଓ ବେରୋତ୍ ଓ କିରୀୟତ୍ ଯିଆରିମ୍ ସେମାନଙ୍କ ନଗର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଇସ୍ରାଏଲର ଲୋକମାନେ ସେ ଲୋକମାନେ ଯେଉଁଠାରେ ବାସ କରୁଥିଲେ, ସେହି ସ୍ଥାନକୁ ଗଲେ ଏବଂ ତୃତୀୟ ଦିନ, ଗିବିୟୋନ, କଫୀରା, ବେରୋତ୍ ଓ କିରିୟ‌‌ତ୍‌‌ଯିଆରିମ୍ ନଗରମାନଙ୍କୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ତୃତୀୟ ଦିବସରେ ସେମାନଙ୍କ ନଗରମାନଙ୍କରେ ଉପସ୍ଥିତ ହେଲେ। ଗିବୀୟୋନ୍‍ ଓ କଫୀରା ଓ ବେରୋତ ଓ କିରୀୟଥ୍‍-ଯିୟାରୀମ୍‍ ସେମାନଙ୍କ ନଗର ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କରି ତୃତୀୟ ଦିବସରେ ସେମାନଙ୍କ ନଗରମାନଙ୍କରେ ଉପସ୍ଥିତ ହେଲେ। ଗିବୀୟୋନ୍‍ ଓ କଫୀରା ଓ ବେରୋତ ଓ କିରୀୟଥ୍‍-ଯିୟାରୀମ୍‍ ସେମାନଙ୍କ ନଗର ଥିଲା।