Joshua 9:18 — Compare Translations
5 translations compared side by side
Odia - 1840
"କିନ୍ତୁ ଇଶ୍ରାୟେଲର ସୈନ୍ଯମାନେ ସହେିସବୁ ନଗର ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବାକୁ ରାଜି ହେଲେ ନାହିଁ। କାରଣ ଇଶ୍ରାୟେଲର ନତେୃବର୍ଗ, ଏପରି ନ କରିବାକୁ ସଦାପ୍ରଭୁଙ୍କ ଆଗ ରେ ଶପଥ କରିଥିଲେ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମଣ୍ତଳୀର ଅଧିପତିଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ନାମରେ ସେମାନଙ୍କ ସହିତ ଶପଥ କରିଥିବାରୁ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ ଆଘାତ କଲେ ନାହିଁ, ଏହେତୁ ସମସ୍ତ ମଣ୍ତଳୀ ଅଧିପତିମାନଙ୍କ ବିରୁଦ୍ଧରେ ବଚସା କରିବାକୁ ଲାଗିଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଇସ୍ରାଏଲର ସୈନ୍ୟମାନେ ସେହିସବୁ ନଗର ବିରୁଦ୍ଧରେ ଯୁଦ୍ଧ କରିବାକୁ ରାଜି ହେଲେ ନାହିଁ। କାରଣ ଇସ୍ରାଏଲର ନେତୃବର୍ଗ, ଏପରି ନ କରିବାକୁ ସଦାପ୍ରଭୁଙ୍କ ଆଗରେ ଶପଥ କରିଥିଲେ। ତେଣୁ ସମସ୍ତ ଇସ୍ରାଏଲୀୟଗଣ ସେମାନଙ୍କର ନେତୃବର୍ଗ ବିରୁଦ୍ଧରେ ଶାନ୍ତି ଚୁକ୍ତି ପାଇଁ ଅଭିଯୋଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମଣ୍ଡଳୀର ଅଧିପତିଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ସେମାନଙ୍କ ସହିତ ଶପଥ କରିଥିବାରୁ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ ଆଘାତ କଲେ ନାହିଁ, ଏହେତୁ ସମସ୍ତ ମଣ୍ଡଳୀ ଅଧିପତିମାନଙ୍କ ବିରୁଦ୍ଧରେ ବଚସା କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମଣ୍ଡଳୀର ଅଧିପତିଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ସେମାନଙ୍କ ସହିତ ଶପଥ କରିଥିବାରୁ ଇସ୍ରାଏଲ ସନ୍ତାନଗଣ ସେମାନଙ୍କୁ ଆଘାତ କଲେ ନାହିଁ, ଏହେତୁ ସମସ୍ତ ମଣ୍ଡଳୀ ଅଧିପତିମାନଙ୍କ ବିରୁଦ୍ଧରେ ବଚସା କରିବାକୁ ଲାଗିଲେ।