Joshua 9:19 — Compare Translations
5 translations compared side by side
Odia - 1840
"କିନ୍ତୁ ଅଧିପତିଗଣ କହିଲେ, ଆମ୍ଭମାନେେ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କ ଆଗ ରେ ଶପଥ କରିଅଛକ୍ସ୍ଟ। ତେଣୁ ଏବେ ସମାନଙ୍କେର କ୍ଷତି କରିପାରିବକ୍ସ୍ଟ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅଧିପତିଗଣ ସମସ୍ତ ମଣ୍ତଳୀକି କହିଲେ, ଆମ୍ଭେମାନେ ସେମାନଙ୍କ ସହିତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ନାମରେ ଶପଥ କରିଅଛୁ, ଏହେତୁ ଏବେ ସେମାନଙ୍କୁ ସ୍ପର୍ଶ କରି ନ ପାରୁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଅଧିପତିଗଣ କହିଲେ, “ଆମ୍ଭେମାନେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଗରେ ଶପଥ କରିଅଛୁ। ତେଣୁ ଏବେ ସେମାନଙ୍କର କ୍ଷତି କରି ପାରିବୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅଧିପତିଗଣ ସମସ୍ତ ମଣ୍ଡଳୀକୁ କହିଲେ, “ଆମ୍ଭେମାନେ ସେମାନଙ୍କ ସହିତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ଶପଥ କରିଅଛୁ, ଏହେତୁ ଏବେ ସେମାନଙ୍କୁ ସ୍ପର୍ଶ କରି ନ ପାରୁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅଧିପତିଗଣ ସମସ୍ତ ମଣ୍ଡଳୀକି କହିଲେ, “ଆମ୍ଭେମାନେ ସେମାନଙ୍କ ସହିତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ଶପଥ କରିଅଛୁ, ଏହେତୁ ଏବେ ସେମାନଙ୍କୁ ସ୍ପର୍ଶ କରି ନ ପାରୁ।”