Joshua 9:2 — Compare Translations

5 translations compared side by side

Odia - 1840
"ସମାନେେ ୟିହୋଶୂଯ ଓ ଇଶ୍ରାୟେଲ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବାକୁ, ଏକତ୍ରୀତ ହେଲେ ଓ ସୈନ୍ଯବାହୀନି ରେ ଯୋଗ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ଏକ ମନରେ ଯିହୋଶୂୟ ଓ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଏକତ୍ର ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯିହୋଶୂୟ ଓ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବାକୁ, ଏକତ୍ରିତ ହେଲେ ଓ ସୈନ୍ୟବାହିନୀରେ ଯୋଗ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ଏକ ମନରେ ଯିହୋଶୂୟ ଓ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଏକତ୍ର ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ଏକ ମନରେ ଯିହୋଶୂୟ ଓ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଏକତ୍ର ହେଲେ।