Joshua 9:20 — Compare Translations

5 translations compared side by side

Odia - 1840
"ଆମ୍ଭମାନେେ ଏହି ଲୋକମାନଙ୍କ ପ୍ରତି ଏହା କରିବା, ଆମ୍ଭେ ସମାନଙ୍କେୁ ଜୀବିତ ରଖିବା, ଆମ୍ଭମାନେେ ଏହି ଲୋକମାନଙ୍କ ସହିତ ଚକ୍ସ୍ଟକ୍ତି କରିଅଛକ୍ସ୍ଟ ଏବଂ ଯଦି ଆମ୍ଭେ ଏହାକକ୍ସ୍ଟ ଭଂଗ କରୁ, ସଦାପ୍ରଭୁ ଆମ୍ଭମାନଙ୍କ ଉପରେ ରାଗିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ସେମାନଙ୍କ ପ୍ରତି ଏହା କରିବା, ସେମାନଙ୍କୁ ଜୀବନରେ ରଖିବା; ନୋହିଲେ ସେମାନଙ୍କ ସହିତ ଯେଉଁ ଶପଥ କରିଅଛୁ, ସେହି ଶପଥ ସକାଶୁ ଆମ୍ଭମାନଙ୍କ ପ୍ରତି କ୍ରୋଧ ଉପସ୍ଥିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ଏହି ଲୋକମାନଙ୍କ ପ୍ରତି ଏହା କରିବା, ଆମ୍ଭେ ସେମାନଙ୍କୁ ଜୀବିତ ରଖିବା, ଆମ୍ଭେମାନେ ଏହି ଲୋକମାନଙ୍କ ସହିତ ଚୁକ୍ତି କରିଅଛୁ ଏବଂ ଯଦି ଆମ୍ଭେ ଏହାକୁ ଭଙ୍ଗ କରୁ, ସଦାପ୍ରଭୁ ଆମ୍ଭମାନଙ୍କ ଉପରେ ରାଗିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ସେମାନଙ୍କ ପ୍ରତି ଏହା କରିବା, ସେମାନଙ୍କୁ ଜୀବନରେ ରଖିବା; ନୋହିଲେ ସେମାନଙ୍କ ସହିତ ଯେଉଁ ଶପଥ କରିଅଛୁ, ସେହି ଶପଥ ସକାଶୁ ଆମ୍ଭମାନଙ୍କ ପ୍ରତି କ୍ରୋଧ ଉପସ୍ଥିତ ହେବ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ସେମାନଙ୍କ ପ୍ରତି ଏହା କରିବା, ସେମାନଙ୍କୁ ଜୀବନରେ ରଖିବା; ନୋହିଲେ ସେମାନଙ୍କ ସହିତ ଯେଉଁ ଶପଥ କରିଅଛୁ, ସେହି ଶପଥ ସକାଶୁ ଆମ୍ଭମାନଙ୍କ ପ୍ରତି କ୍ରୋଧ ଉପସ୍ଥିତ ହେବ।