Joshua 9:21 — Compare Translations
5 translations compared side by side
Odia - 1840
"ତେଣୁ ସମାନଙ୍କେୁ ଜୀବିତ ଛାଡି ଦିଅ। କିନ୍ତୁ ସମାନେେ ଆମ୍ଭର ସବେକଗଣ ହବେେ। ସମାନଙ୍କେୁ ଆମ୍ଭମାନଙ୍କ ପାଇଁ କାଠ କାଟିବାକକ୍ସ୍ଟ ଦିଅ ଓ ଆମ୍ଭର ଲୋକମାନଙ୍କ ପାଇଁ ପାଣି ଆଣନ୍ତକ୍ସ୍ଟ।ତେଣୁ ଅଧିପତିମାନେ ସମାନଙ୍କେର ଶପଥ ଭାଙ୍ଗିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ଅଧିପତିମାନେ ସେମାନଙ୍କୁ କହିଲେ, ଏମାନେ ଜୀବିତ ଥାଉନ୍ତୁ; ମାତ୍ର ଅଧିପତିଗଣର ବାକ୍ୟାନୁସାରେ ସେମାନେ ସମସ୍ତ ମଣ୍ତଳୀର କାଠକଟାଳୀ ଓ ଜଳକଢ଼ାଳୀ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେମାନଙ୍କୁ ଜୀବିତ ଛାଡ଼ିଦିଅ। କିନ୍ତୁ ସେମାନେ ଆମ୍ଭର ସେବକଗଣ ହେବେ। ସେମାନଙ୍କୁ ଆମ୍ଭମାନଙ୍କ ପାଇଁ କାଠ କାଟିବାକୁ ଦିଅ ଓ ଆମ୍ଭର ଲୋକମାନଙ୍କ ପାଇଁ ପାଣି ଆଣନ୍ତୁ।” ତେଣୁ ଅଧିପତିମାନେ ସେମାନଙ୍କର ଶପଥ ଭାଙ୍ଗିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ଅଧିପତିମାନେ ସେମାନଙ୍କୁ କହିଲେ, ଏମାନେ ଜୀବିତ ଥାଉନ୍ତୁ; ମାତ୍ର ଅଧିପତିଗଣର ବାକ୍ୟାନୁସାରେ ସେମାନେ ସମସ୍ତ ମଣ୍ଡଳୀର କାଠକଟାଳୀ ଓ ଜଳକଢ଼ାଳୀ ହେବେ।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ଅଧିପତିମାନେ ସେମାନଙ୍କୁ କହିଲେ, ଏମାନେ ଜୀବିତ ଥାଉନ୍ତୁ; ମାତ୍ର ଅଧିପତିଗଣର ବାକ୍ୟାନୁସାରେ ସେମାନେ ସମସ୍ତ ମଣ୍ଡଳୀର କାଠକଟାଳୀ ଓ ଜଳକଢ଼ାଳୀ ହେବେ।