Joshua 9:22 — Compare Translations
5 translations compared side by side
Odia - 1840
"ଯିହାଶୂେୟ ଗିବିଯୋନୀଯମାନଙ୍କୁ ଡକାଇ କହିଲେ, ତୁମ୍ଭମାନେେ ଆମ୍ଭକକ୍ସ୍ଟ କାହିଁକି ମିଛ କହିଲ? ଆମ୍ଭର ସନୋ ଛାଉଣୀ ନିକଟରେ ତୁମ୍ଭର ଦେଶ, କିନ୍ତୁ ତକ୍ସ୍ଟମ୍ଭମାନେ କହିଲ ଯେ, ତୁମ୍ଭମାନେେ ବହକ୍ସ୍ଟତ ଦୂରରକ୍ସ୍ଟ ଆସିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯିହୋଶୂୟ ସେମାନଙ୍କୁ ଡକାଇ କହିଲେ, ‘ଆମ୍ଭେମାନେ ତୁମ୍ଭମାନଙ୍କଠାରୁ ଅତି ଦୂରସ୍ଥ ଲୋକʼ ଏହା କହି କିହେତୁ ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରବଞ୍ଚନା କଲ? ତୁମ୍ଭେମାନେ ତ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶୂୟ ଗିବିୟୋନୀୟମାନଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଆମ୍ଭକୁ କାହିଁକି ମିଛ କହିଲ? ଆମ୍ଭର ସେନା ଛାଉଣି ନିକଟରେ ତୁମ୍ଭର ଦେଶ, କିନ୍ତୁ ତୁମ୍ଭେମାନେ କହିଲ ଯେ, ତୁମ୍ଭେମାନେ ବହୁତ ଦୂରରୁ ଆସିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଯିହୋଶୂୟ ସେମାନଙ୍କୁ ଡକାଇ କହିଲେ, “ଆମ୍ଭେମାନେ ତୁମ୍ଭମାନଙ୍କଠାରୁ ଅତି ଦୂରସ୍ଥ ଲୋକ ଏହା କହି କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରବଞ୍ଚନା କଲ? ତୁମ୍ଭେମାନେ ତ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଯିହୋଶୂୟ ସେମାନଙ୍କୁ ଡକାଇ କହିଲେ, “ଆମ୍ଭେମାନେ ତୁମ୍ଭମାନଙ୍କଠାରୁ ଅତି ଦୂରସ୍ଥ ଲୋକ” ଏହା କହି କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରବଞ୍ଚନା କଲ? ତୁମ୍ଭେମାନେ ତ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛ।