Joshua 9:23 — Compare Translations
5 translations compared side by side
Odia - 1840
"ଏଥି ନିମନ୍ତେ ତୁମ୍ଭମାନେେ ଶାପଗ୍ରସ୍ତ ହେଲ। ତୁମ୍ଭମାନେେ ମାରେ ପରମେଶ୍ବରଙ୍କ ଗୃହର କାଠ କଟାଳି ଓ ଜଳ କଢାଳି ହାଇେ ସବୁଦିନ ପାଇଁ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ଏବେ ତୁମ୍ଭେମାନେ ଶାପଗ୍ରସ୍ତ ହେଲ; ଆମ୍ଭ ପରମେଶ୍ଵରଙ୍କ ଗୃହର କାଠକଟାଳୀ ଓ ଜଳକଢ଼ାଳୀ ହେବା ପାଇଁ ତୁମ୍ଭମାନଙ୍କ ମଧ୍ୟରୁ ବନ୍ଧାଦାସର ଅଭାବ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିନିମନ୍ତେ ତୁମ୍ଭେମାନେ ଶାପଗ୍ରସ୍ତ ହେଲ। ତୁମ୍ଭେମାନେ ମୋର ପରମେଶ୍ୱରଙ୍କ ଗୃହର କାଠ କଟାଳୀ ଓ ଜଳ କଢ଼ାଳୀ ହୋଇ ସବୁଦିନ ପାଇଁ ରହିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ଏବେ ତୁମ୍ଭେମାନେ ଶାପଗ୍ରସ୍ତ ହେଲ; ଆମ୍ଭ ପରମେଶ୍ୱରଙ୍କ ଗୃହର କାଠକଟାଳୀ ଓ ଜଳକଢ଼ାଳୀ ହେବା ପାଇଁ ତୁମ୍ଭମାନଙ୍କ ମଧ୍ୟରୁ ବନ୍ଧାଦାସର ଅଭାବ ହେବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ଏବେ ତୁମ୍ଭେମାନେ ଶାପଗ୍ରସ୍ତ ହେଲ; ଆମ୍ଭ ପରମେଶ୍ୱରଙ୍କ ଗୃହର କାଠକଟାଳୀ ଓ ଜଳକଢ଼ାଳୀ ହେବା ପାଇଁ ତୁମ୍ଭମାନଙ୍କ ମଧ୍ୟରୁ ବନ୍ଧାଦାସର ଅଭାବ ହେବ ନାହିଁ।