Joshua 9:24 — Compare Translations
5 translations compared side by side
Odia - 1840
"ଗିବିଯୋନୀଯମାନେ ଉତ୍ତର ଦେଲେ, ଆମ୍ଭମାନେେ ଆପଣାଙ୍କ ସମ୍ମକ୍ସ୍ଟଖ ରେ ମିଛ କହିଲକ୍ସ୍ଟ କାରଣ ଆମ୍ଭମାନେେ ତୁମ୍ଭକୁ ଭୟ କରିଗଲକ୍ସ୍ଟ, କାଳେ ଆପଣା ଆମ୍ଭକକ୍ସ୍ଟ ମାରି ଦବେେ। ଆମ୍ଭେ ଜାଣିବାକକ୍ସ୍ଟ ପାଇଲକ୍ସ୍ଟ ଯେ ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦବୋକକ୍ସ୍ଟ ଓ ତୁମ୍ଭମାନଙ୍କ ସମ୍ମକ୍ସ୍ଟଖରକ୍ସ୍ଟ ଏହି ଦେଶବାସୀ ସମସ୍ତ ଲୋକଙ୍କକ୍ସ୍ଟ ବିନାଶ କରିବାକୁ ସଦାପ୍ରଭୁ ଆପଣା ସବେକ ମାଶାଙ୍କେକ୍ସ୍ଟ ଆଜ୍ଞା ଦଇେଥିଲେ। ତେଣୁ ଆମ୍ଭର ଜୀବନ ଭୟ ରେ ଆମ୍ଭେ ତକ୍ସ୍ଟମ୍ଭ ନିକଟରେ ମିଥ୍ଯା କହିଲକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର କରି କହିଲେ, ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣା ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତାହା ନିଶ୍ଚିତ ରୂପେ ତୁମ୍ଭ ଦାସମାନଙ୍କୁ କୁହାଯାଇଅଛି; ଏହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ଭୀତ ହୋଇ ଏହି କାର୍ଯ୍ୟ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଗିବିୟୋନୀୟମାନେ ଉତ୍ତର ଦେଲେ, “ଆମ୍ଭେମାନେ ତୁମ୍ଭ ସମ୍ମୁଖରେ ମିଛ କହିଲୁ କାରଣ ଆମ୍ଭେମାନେ ତୁମ୍ଭକୁ ଭୟ କରିଗଲୁ, କାଳେ ତୁମ୍ଭେ ଆମ୍ଭକୁ ମାରି ଦେବ। ଆମ୍ଭେ ଜାଣିବାକୁ ପାଇଲୁ ଯେ ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ଆପଣା ସେବକ ମୋଶାଙ୍କୁ ଆଜ୍ଞା ଦେଇଥିଲେ। ତେଣୁ ଆମ୍ଭର ଜୀବନ ଭୟରେ ଆମ୍ଭେ ତୁମ୍ଭ ନିକଟରେ ମିଥ୍ୟା କହିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର କରି କହିଲେ, “ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତାହା ନିଶ୍ଚିତ ରୂପେ ତୁମ୍ଭ ଦାସମାନଙ୍କୁ କୁହାଯାଇଅଛି; ଏହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ଭୀତ ହୋଇ ଏହି କାର୍ଯ୍ୟ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର କରି କହିଲେ, ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତାହା ନିଶ୍ଚିତ ରୂପେ ତୁମ୍ଭ ଦାସମାନଙ୍କୁ କୁହାଯାଇଅଛି; ଏହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ଭୀତ ହୋଇ ଏହି କାର୍ଯ୍ୟ କରିଅଛୁ।