Joshua 9:25 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ଆମ୍ଭେ ଆପଣାଙ୍କର ଅଧିନ। ତକ୍ସ୍ଟମ୍ଭ ପକ୍ଷେ ଆମ୍ଭ ପାଇଁ ଯାହା ଉଚିତ୍ ତାହା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ଦେଖନ୍ତୁ, ଆମ୍ଭେମାନେ ଆପଣଙ୍କ ହସ୍ତରେ ଅଛୁ, ଆମ୍ଭମାନଙ୍କ ପ୍ରତି ଯାହା କରିବା ଆପଣଙ୍କ ଦୃଷ୍ଟିରେ ଉତ୍ତମ ଓ ନ୍ୟାୟ, ତାହା କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ଆମ୍ଭେ ତୁମ୍ଭର ଅଧୀନ। ତୁମ୍ଭ ପକ୍ଷେ ଆମ୍ଭ ପାଇଁ ଯାହା ଉଚିତ୍ ତାହା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ଦେଖନ୍ତୁ, ଆମ୍ଭେମାନେ ଆପଣଙ୍କ ହସ୍ତରେ ଅଛୁ, ଆମ୍ଭମାନଙ୍କ ପ୍ରତି ଯାହା କରିବା ଆପଣଙ୍କ ଦୃଷ୍ଟିରେ ଉତ୍ତମ ଓ ନ୍ୟାୟ, ତାହା କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ଏବେ ଦେଖନ୍ତୁ, ଆମ୍ଭେମାନେ ଆପଣଙ୍କ ହସ୍ତରେ ଅଛୁ, ଆମ୍ଭମାନଙ୍କ ପ୍ରତି ଯାହା କରିବା ଆପଣଙ୍କ ଦୃଷ୍ଟିରେ ଉତ୍ତମ ଓ ନ୍ୟାୟ, ତାହା କରନ୍ତୁ।