Joshua 9:26 — Compare Translations
5 translations compared side by side
Odia - 1840
"ତେଣୁ ଗିବିଯୋନମାନେ ସମାନଙ୍କେର କ୍ରିତଦାସ ହାଇେ ରହିଲେ। କିନ୍ତୁ ଯିହାଶୂେୟ ସମାନଙ୍କେୁ ଜୀବିତ ରଖିଲେ। ଯିହାଶୂେୟ ସେ ଲୋକମାନଙ୍କୁ ମାରିବା ପାଇଁ ତାଙ୍କ ଲୋକମାନଙ୍କୁ ଅନକ୍ସ୍ଟମତି ଦଇେ ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ସେମାନଙ୍କ ପ୍ରତି ତାହା ହିଁ କରି ଇସ୍ରାଏଲ-ସନ୍ତାନଗଣ ହସ୍ତରୁ ରକ୍ଷା କଲେ, ଏଣୁ ସେମାନେ ସେମାନଙ୍କୁ ବଧ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଗିବିୟୋନୀୟମାନେ ସେମାନଙ୍କର କ୍ରୀତଦାସ ହୋଇ ରହିଲେ। କିନ୍ତୁ ଯିହୋଶୂୟ ସେମାନଙ୍କୁ ଜୀବିତ ରଖିଲେ। ଯିହୋଶୂୟ ସେ ଲୋକମାନଙ୍କୁ ମାରିବା ପାଇଁ ତାଙ୍କ ଲୋକମାନଙ୍କୁ ଅନୁମତି ଦେଇ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ସେମାନଙ୍କ ପ୍ରତି ତାହା ହିଁ କରି ଇସ୍ରାଏଲ-ସନ୍ତାନଗଣ ହସ୍ତରୁ ରକ୍ଷା କଲେ, ଏଣୁ ସେମାନେ ସେମାନଙ୍କୁ ବଧ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ସେମାନଙ୍କ ପ୍ରତି ତାହା ହିଁ କରି ଇସ୍ରାଏଲ ସନ୍ତାନଗଣ ହସ୍ତରୁ ରକ୍ଷା କଲେ, ଏଣୁ ସେମାନେ ସେମାନଙ୍କୁ ବଧ କଲେ ନାହିଁ।