Joshua 9:27 — Compare Translations
5 translations compared side by side
Odia - 1840
"ଯିହାଶୂେୟ ଗିବିଯୋନମାନଙ୍କୁ ଇଶ୍ରାୟେଲ ପାଇଁ କ୍ରିତଦାସ ଭାବେ ଗ୍ରହଣ କଲେ। ଆଉ ସହେି ଦିନଠାରକ୍ସ୍ଟ ସଦାପ୍ରଭୁଙ୍କ ୟଜ୍ଞବଦେୀ ରେ ଇଶ୍ରାୟେଲ ଲୋକମାନଙ୍କ ପାଇଁ କାଠ କଟାଳି ଓ ଜଳ କଢାଳିରୂପେ କାର୍ୟ୍ଯ କଲେ। ସଦାପ୍ରଭୁ ଏହା କରାଇବାକକ୍ସ୍ଟ ଯବେେ ପସନ୍ଦ କଲେ। ସମାନେେ ଆଜି ପର୍ୟ୍ଯନ୍ତ ଦାସ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯିହୋଶୂୟ ସେମାନଙ୍କୁ ସେହି ଦିନରୁ ଆଜିଯାଏ, ସଦାପ୍ରଭୁଙ୍କ ମନୋନୀତ ସ୍ଥାନରେ ମଣ୍ତଳୀର ଓ ସଦାପ୍ରଭୁଙ୍କ ଯଜ୍ଞବେଦିର କାଠକଟାଳୀ ଓ ଜଳକଢ଼ାଳୀ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶୂୟ ଗିବିୟୋନୀୟମାନଙ୍କୁ ଇସ୍ରାଏଲ ପାଇଁ କ୍ରୀତଦାସ ଭାବେ ଗ୍ରହଣ କଲେ। ଆଉ ସେହି ଦିନଠାରୁ ସଦାପ୍ରଭୁଙ୍କ ଯଜ୍ଞବେଦିରେ ଇସ୍ରାଏଲ ଲୋକମାନଙ୍କ ପାଇଁ କାଠ କଟାଳୀ ଓ ଜଳ କଢ଼ାଳୀରୂପେ କାର୍ଯ୍ୟ କଲେ। ସଦାପ୍ରଭୁ ଏହା କରାଇବାକୁ ଯେବେ ପସନ୍ଦ କଲେ। ସେମାନେ ଆଜି ପର୍ଯ୍ୟନ୍ତ ଦାସ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯିହୋଶୂୟ ସେମାନଙ୍କୁ ସେହି ଦିନରୁ ଆଜିଯାଏ, ସଦାପ୍ରଭୁଙ୍କ ମନୋନୀତ ସ୍ଥାନରେ ମଣ୍ଡଳୀର ଓ ସଦାପ୍ରଭୁଙ୍କ ଯଜ୍ଞବେଦିର କାଠକଟାଳୀ ଓ ଜଳକଢ଼ାଳୀ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯିହୋଶୂୟ ସେମାନଙ୍କୁ ସେହି ଦିନରୁ ଆଜିଯାଏ, ସଦାପ୍ରଭୁଙ୍କ ମନୋନୀତ ସ୍ଥାନରେ ମଣ୍ଡଳୀର ଓ ସଦାପ୍ରଭୁଙ୍କ ଯଜ୍ଞବେଦିର କାଠକଟାଳୀ ଓ ଜଳକଢ଼ାଳୀ କଲେ।