Joshua 9:3 — Compare Translations
5 translations compared side by side
Odia - 1840
"ଯିରୀହାେ ପ୍ରତି ଓ ଅଯ ପ୍ରତି ଯିହାଶୂେୟ ଯାହା କରିଥିଲେ ଓ କିପରି ପରାସ୍ତ କରିଥିଲେ, ସେ ବିଷଯ ରେ ଗିବଯୋନର ଲୋକମାନେ ଶୁଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯିରୀହୋ ପ୍ରତି ଓ ଅୟ ପ୍ରତି ଯିହୋଶୂୟ ଯେ ଯେ କର୍ମ କରିଥିଲେ, ତାହା ଯେତେବେଳେ ଗିବିୟୋନ ନିବାସୀମାନେ ଶୁଣିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଯିରୀହୋ ପ୍ରତି ଓ ଅୟ ପ୍ରତି ଯିହୋଶୂୟ ଯାହା କରିଥିଲେ ଓ କିପରି ପରାସ୍ତ କରିଥିଲେ, ସେ ବିଷୟରେ ଗିବିୟୋନର ଲୋକମାନେ ଶୁଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯିରୀହୋ ପ୍ରତି ଓ ଅୟ ପ୍ରତି ଯିହୋଶୂୟ ଯେ ଯେ କର୍ମ କରିଥିଲେ, ତାହା ଯେତେବେଳେ ଗିବୀୟୋନ୍ ନିବାସୀମାନେ ଶୁଣିଲେ,
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯିରୀହୋ ପ୍ରତି ଓ ଅୟ ପ୍ରତି ଯିହୋଶୂୟ ଯେ ଯେ କର୍ମ କରିଥିଲେ, ତାହା ଯେତେବେଳେ ଗିବୀୟୋନ୍ ନିବାସୀମାନେ ଶୁଣିଲେ,