Joshua 9:4 — Compare Translations

5 translations compared side by side

Odia - 1840
"ତା'ପରେ ସମାନେେ କପଟଭାବରେ କାର୍ୟ୍ଯ କଲେ। ସମାନେେ ପକ୍ସ୍ଟରକ୍ସ୍ଟଣା ଅଖା ଓ ତାଳିପକା ଦ୍ରାକ୍ଷାକକ୍ସ୍ଟଐା ଗଧ ଉପରେ ନଦିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେମାନେ ମଧ୍ୟ ସତର୍କ ହୋଇ କର୍ମ କଲେ, ସେମାନେ ଯାଇ ରାଜଦୂତ ବେଶ ଧରି ଆପଣା ଆପଣା ଗର୍ଦ୍ଦଭ ଉପରେ ପୁରୁଣା ଅଖା, ପୁଣି ପୁରୁଣା ଓ ଚିରା ଓ ଗଣ୍ଠିପଡ଼ା ଦ୍ରାକ୍ଷାରସ କୁମ୍ପା ନଦିଲେ;
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେମାନେ କପଟଭାବରେ କାର୍ଯ୍ୟ କଲେ। ସେମାନେ ପୁରୁଣା ଅଖା ଓ ତାଳିପକା ଦ୍ରାକ୍ଷାକୁମ୍ପା ଗଧ ଉପରେ ନଦିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେମାନେ ମଧ୍ୟ ସତର୍କ ହୋଇ କର୍ମ କଲେ, ସେମାନେ ଯାଇ ରାଜଦୂତ ବେଶ ଧରି ଆପଣା ଆପଣା ଗର୍ଦ୍ଦଭ ଉପରେ ପୁରୁଣା ଅଖା, ପୁଣି ପୁରୁଣା ଓ ଚିରା ଓ ଗଣ୍ଠିପଡ଼ା ଦ୍ରାକ୍ଷାରସ କୁମ୍ପା ଲଦିଲେ;
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେମାନେ ମଧ୍ୟ ସତର୍କ ହୋଇ କର୍ମ କଲେ, ସେମାନେ ଯାଇ ରାଜଦୂତ ବେଶ ଧରି ଆପଣା ଆପଣା ଗର୍ଦ୍ଦଭ ଉପରେ ପୁରୁଣା ଅଖା, ପୁଣି ପୁରୁଣା ଓ ଚିରା ଓ ଗଣ୍ଠିପଡ଼ା ଦ୍ରାକ୍ଷାରସ କୁମ୍ପା ଲଦିଲେ;