Joshua 9:5 — Compare Translations
5 translations compared side by side
Odia - 1840
"ସମାନେେ ମଧ୍ଯ ପାଦ ରେ ପକ୍ସ୍ଟରକ୍ସ୍ଟଣା ତାଳିପକା ଜୋତା ଓ ଦହେ ରେ ପକ୍ସ୍ଟରକ୍ସ୍ଟଣା ତାଳିପକା ଲକ୍ସ୍ଟଗା ପିନ୍ଧିଲେ। ସମାନେେ ଶକ୍ସ୍ଟଖିଲା ଓ ଫିଐା ରୋଟୀ ଗଧ ଉପରେ ନଦିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନଙ୍କ ପାଦରେ ପୁରୁଣା ଓ ତାଳିପଡ଼ା ଜୋତା, ପୁଣି ଦେହରେ ପୁରୁଣା ଲୁଗା ଦେଲେ; ପୁଣି ସେମାନଙ୍କ ପାଥେୟ ରୋଟୀ ଶୁଖିଲା ଓ ଗମରା ହୋଇ ଯାଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମଧ୍ୟ ପାଦରେ ପୁରୁଣା ତାଳିପକା ଜୋତା ଓ ଦେହରେ ପୁରୁଣା ତାଳିପକା ଲୁଗା ପିନ୍ଧିଲେ। ସେମାନେ ଶୁଖିଲା ଓ ଫିମ୍ପା ରୋଟୀ ଗଧ ଉପରେ ନଦିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନଙ୍କ ପାଦରେ ପୁରୁଣା ଓ ତାଳିପଡ଼ା ଜୋତା, ପୁଣି ଦେହରେ ପୁରୁଣା ଲୁଗା ଦେଲେ; ପୁଣି ସେମାନଙ୍କ ପାଥେୟ ରୁଟି ଶୁଖିଲା ଓ ଗମରା ହୋଇ ଯାଇଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନଙ୍କ ପାଦରେ ପୁରୁଣା ଓ ତାଳିପଡ଼ା ଜୋତା, ପୁଣି ଦେହରେ ପୁରୁଣା ଲୁଗା ଦେଲେ; ପୁଣି ସେମାନଙ୍କ ପାଥେୟ ରୁଟି ଶୁଖିଲା ଓ ଗମରା ହୋଇ ଯାଇଥିଲା।