Joshua 9:6 — Compare Translations

5 translations compared side by side

Odia - 1840
"ଏହିପରି ଭାବରେ ସମାନେେ ଗିଲ୍ଗଲ୍ ନିକଟସ୍ଥ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେମାନେ ଗିଲ୍ଗଲ୍ସ୍ଥିତ ଛାଉଣିକି ଯିହୋଶୂୟଙ୍କ ନିକଟକୁ ଯାଇ ତାଙ୍କୁ ଓ ଇସ୍ରାଏଲୀୟ ଲୋକମାନଙ୍କୁ କହିଲେ, ଆମ୍ଭେମାନେ ଦୂର ଦେଶରୁ ଆସିଲୁ, ଏଣୁ ତୁମ୍ଭେମାନେ ଏବେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କର ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଭାବରେ ସେମାନେ ଗି‌ଲ୍‌ଗଲ୍ ନିକଟସ୍ଥ ଯିହୋଶୂୟଙ୍କ ଛାଉଣିକୁ ଯାଇ ଇସ୍ରାଏଲୀୟ ଲୋକମାନଙ୍କୁ କହିଲେ, “ଆମ୍ଭେମାନେ ଦୂରଦେଶରୁ ଆସିଛୁ, ତେଣୁ ତୁମ୍ଭେମାନେ ଆମ୍ଭମାନଙ୍କ ସହିତ ଚୁକ୍ତି କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେମାନେ ଗିଲ୍‍ଗଲ୍‍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ ଯାଇ ତାଙ୍କୁ ଓ ଇସ୍ରାଏଲୀୟ ଲୋକମାନଙ୍କୁ କହିଲେ, “ଆମ୍ଭେମାନେ ଦୂର ଦେଶରୁ ଆସିଲୁ, ଏଣୁ ତୁମ୍ଭେମାନେ ଏବେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କର।”
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସେମାନେ ଗିଲ୍‍ଗଲ୍‍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ ଯାଇ ତାଙ୍କୁ ଓ ଇସ୍ରାଏଲୀୟ ଲୋକମାନଙ୍କୁ କହିଲେ, “ଆମ୍ଭେମାନେ ଦୂର ଦେଶରୁ ଆସିଲୁ, ଏଣୁ ତୁମ୍ଭେମାନେ ଏବେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କର।”