Jude 1:10 — Compare Translations

7 translations compared side by side

Odia - 1840
"କିନ୍ତୁ ଏହି ଲୋକମାନେ ଗୋଟିଏ କଥା ନ ବୁଝି, ସେ ବିଷୟ ରେ ସମାଲୋଚନା କରନ୍ତି। ସମାନେେ ଅଳ୍ପ କିଛି ବୁଝନ୍ତି। କିନ୍ତୁ ସମାନେେ ଚିନ୍ତା ନ କରି ବୁଝନ୍ତି। କବଳେ ମୂକ ପଶୁମାନଙ୍କ ପରି ସ୍ପର୍ଶ କରି ବୁଝନ୍ତି। ଏହି ବିଷୟଗୁଡ଼ିକ ହତେୁ ସମାନେେ ବିନଷ୍ଟ ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନ୍ୟ ପକ୍ଷରେ ଏମାନେ ଯେଉଁ ସମସ୍ତ ବିଷୟ ଜାଣନ୍ତି ନାହିଁ, ସେହିସବୁର ନିନ୍ଦା କରନ୍ତି, ପୁଣି ଅଜ୍ଞାନ ପଶୁ ପରି ଯାହା ଯାହା ସ୍ଵାଭାବିକ ଭାବେ ବୁଝନ୍ତି, ସେସବୁ ଦ୍ଵାରା ବିନଷ୍ଟ ହୁଅନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଏହି ଲୋକମାନେ ଯାହା ନ ବୁଛନ୍ତି, ତାତ୍ସଲ୍ୟ ପ୍ରକାଶ କରି ତା’ର ପ୍ରତିବାଦ କରନ୍ତି।” ପୁଣି ବନ୍ୟ ପଶୁ ପରି ତା’ର ପ୍ରତିବାଦ କରନ୍ତି। ପୁଣି ବନ୍ୟ ପଶୁ ପରି ସହଜାତ ପ୍ରବୃତ୍ତି ଦ୍ୱାରା ଯାହା ଜାଣନ୍ତି, ସେ ସବୁ ଦ୍ୱାରା ହିଁ ସେମାନ ବିନଷ୍ଠ ହୁଅନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଏହି ଲୋକମାନେ ଗୋଟିଏ କଥା ନ ବୁଝି, ସେ ବିଷୟରେ ସମାଲୋଚନା କରନ୍ତି। ସେମାନେ ଅଳ୍ପ କିଛି ବୁଝନ୍ତି। କିନ୍ତୁ ସେମାନେ ଚିନ୍ତା ନ କରି ବୁଝନ୍ତି। କେବଳ ମୂକ ପଶୁମାନଙ୍କ ପରି ସ୍ପର୍ଶ କରି ବୁଝନ୍ତି। ଏହି ବିଷୟ ଗୁଡ଼ିକ ହେତୁ ସେମାନେ ବିନଷ୍ଟ ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନ୍ୟ ପକ୍ଷରେ ଏମାନେ ଯେଉଁ ସମସ୍ତ ବିଷୟ ଜାଣନ୍ତି ନାହିଁ, ସେହି ସବୁର ନିନ୍ଦା କରନ୍ତି, ପୁଣି, ଅଜ୍ଞାନ ପଶୁ ପରି ଯାହା ଯାହା ସ୍ୱାଭାବିକ ଭାବେ ବୁଝନ୍ତି, ସେ ସବୁ ଦ୍ୱାରା ବିନଷ୍ଟ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ଅନ୍ୟ ପକ୍ଷରେ ଏମାନେ ଯେଉଁ ସମସ୍ତ ବିଷୟ ଜାଣନ୍ତି ନାହିଁ, ସେହି ସବୁର ନିନ୍ଦା କରନ୍ତି, ପୁଣି, ଅଜ୍ଞାନ ପଶୁ ପରି ଯାହା ଯାହା ସ୍ୱାଭାବିକ ଭାବେ ବୁଝନ୍ତି, ସେ ସବୁ ଦ୍ୱାରା ବିନଷ୍ଟ ହୁଅନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಹಿ ಲೊಕಾ ಅಪ್ನಾಕ್ ಗೊತ್ತ್ ನಸಲ್ಲ್ಯಾ ವಿಶಯಾತ್ ನಿಂದ್ಯಾ ಕರ್ತಾತ್, ಅನಿ ಅಪ್ನಿಬಿ ಬುದ್ದ್ ನಸಲ್ಲ್ಯಾ ಜನಾವರಾ ಸಾರ್ಕೆ ಕಸೆ ಹಾಯ್ ತಸೆ ಕಾಯ್ಬಿ ಕಳ್ವುನ್ ಘೆತ್ಯಾತ್, ಅನಿ ತೆಚ್ಯಾ ವೈನಾ ಅಪ್ನಾಕ್ನಿಚ್ ಜಾಳ್ವುನ್ ನಾಸ್ ಕರುನ್ ಘೆತಾತ್.