Jude 1:11 — Compare Translations
7 translations compared side by side
Odia - 1840
"ଏହା ସମାନଙ୍କେ ପାଇଁ ଖରାପ ଅଟେ। ଏହି ଲୋକମାନେ କଯିନର ପଥ ଅନୁସରଣ କରିଛନ୍ତି। ସମାନେେ ଅର୍ଥ ଲୋଭ ସକାେଶ ବିଲିୟମ ପରି ଅନ୍ଯାୟ ପଥ ଅନୁସରଣ କରିଛନ୍ତି। ଏହି ଲୋକମାନେ କୋରହ ପରି ପରମେଶ୍ବରଙ୍କ ବିରୁଦ୍ଧ ରେ ଆଚରଣ କରିଛନ୍ତି। କୋରହ ପରି ସମାନେେ ମଧ୍ଯ ଧ୍ବଂସ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ସେମାନଙ୍କ ପ୍ରତି କେଡ଼େ ଭୟାନକ। ସେମାନେ କୟିନର ଅସତ୍ମାର୍ଗ ଅନୁସରଣ କରୁଛନ୍ତି। ବାଲାମ ଅର୍ଥଲୋଭରେ ଯେଉଁ ଭୂଲ କରିଥିଲା, ସେମାନେ ସେହି ଭ୍ରାନ୍ତିରେ ପଡ଼ିଛନ୍ତି। କୋରହ ପରି ବିଦ୍ରୋହ କରି ସେମାନେ ବିନଷ୍ଟ ହେଉଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଏହା ସେମାନଙ୍କ ପାଇଁ ଖରାପ ଅଟେ। ଏହି ଲୋକମାନେ କୟିନର ପଥ ଅନୁସରଣ କରିଛନ୍ତି। ସେମାନେ ଅର୍ଥ ଲୋଭ ସକାଶେ ବିଲିୟାମ ପରି ଅନ୍ୟାୟ ପଥ ଅନୁସରଣ କରିଛନ୍ତି। ଏହି ଲୋକମାନେ କୋରହ ପରି ପରମେଶ୍ୱରଙ୍କ ବିରୁଦ୍ଧରେ ଆଚରଣ କରିଛନ୍ତି। କୋରହ ପରି ସେମାନେ ମଧ୍ୟ ଧ୍ୱଂସ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಚಿ ಗತ್ ಕಾಯ್ ಸಾಂಗು! ತೆನಿ ಕಾಯಿನಾಚಿ ವಾಟ್ ಧರ್ಲ್ಯಾನಾತ್, ಕಮ್ವುತಲ್ಯಾ ಆಶೆಸಾಟ್ನಿ ಪುರಾ ಮಾಪಾನ್ ಬಾಲಾಮಾನ್ ಕರಲ್ಲ್ಯಾ ಸಾರ್ಕೆ ಚುಕ್ ಕರ್ಲ್ಯಾನಿ. ಅನಿ ತೆನಿ ಕೊರಾ ಮನ್ತಲ್ಯಾ ಮಾನ್ಸಾಚ್ಯಾ ಸಾರ್ಕೆ ಹುರ್ಪಾಟಿ ಬೊಲ್ಲ್ಯಾನಿ ಅನಿ ತೆಚೆ ಸಾರ್ಕೆಚ್ ನಾಸ್ ಹೊವ್ನ್ ಗೆಲ್ಯಾನಿ.