Jude 1:12 — Compare Translations
7 translations compared side by side
Odia - 1840
"ଏମାନେ ତୁମ୍ଭମାନଙ୍କର ପ୍ ରମେି ଭୋଜିର କଳଙ୍କ ପରି। ସମାନେେ ନିର୍ଭୟ ରେ ତୁମ୍ଭ ସହିତ ଭୋଜନ କରନ୍ତି। ସମାନେେ କବଳେ ନିଜର ଯତ୍ନ ନିଅନ୍ତି। ସମାନେେ ବର୍ଷା ବିହୀନ ମେଘ ଖଣ୍ଡମାନ। ପବନ ଦ୍ବାରା ସମାନେେ ଚାରିଆଡ଼େ ଉଡ଼ନ୍ତି। ସମାନେେ ହମେନ୍ତ କାଳ ରେ ଫଳ ନ ଥିବା ଗଛ ପରି ଓ ଭୂମିରୁ ହଠାତ୍ ଉପୁଡ଼ି ଯାଆନ୍ତି। ସମାନଙ୍କେର ଦୁଇ ଥର ମୃତ୍ଯୁ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ନିର୍ଭୟରେ ତୁମ୍ଭମାନଙ୍କ ସହିତ ଭୋଜନ-ପାନ କରି ତୁମ୍ଭମାନଙ୍କ ପ୍ରେମଭୋଜିର କଳଙ୍କ ସ୍ଵରୂପ ଅଟନ୍ତି; ସେମାନେ ଆପଣା ଆପଣା ଉଦର ପରିପୂର୍ଣ୍ଣ କରନ୍ତି; ସେମାନେ ବାୟୁଚାଳିତ ଜଳଶୂନ୍ୟ ମେଘ ତୁଲ୍ୟ; ସେମାନେ ଦୁଇ ଥର ମୃତ, ମୂଳରୁ ଉତ୍ପାଟିତ ହେମନ୍ତକାଳର ଫଳଶୂନ୍ୟ ବୃକ୍ଷ ସଦୃଶ;
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନ ନିର୍ଲ୍ଲଜ ଭାବରେ ସୁରାପାନରେ ମତ୍ତ ହୋଇ, ତୁମ୍ଭମାନଙ୍କ ପ୍ରୀତି ଭୋଜନରେ କଳଙ୍କ ସ୍ୱରୂପ ହେଉଛନ୍ତି। ସେମ।।ନେ କେବଳ ନିଜ ପ୍ରତି ମନୋଯୋଗୀ। ସେମାନେ ବୃଷ୍ଟିପାତ କରୁ ନ ଥିବା ବାୟୁରେ ଚଳିତ ମେଘ ତୂଲ୍ୟ। ସେମାନେ ଶରତ ଋତୁରେ ଫଳଶୂନ୍ୟ ବୃକ୍ଷ ଓ ମୂଳୋତ୍ପାଟିତ ଶୁଷ୍କ ବୃକ୍ଷ ସଦୃଶ।
Odia Bible ERV 2004 (ପବିତ୍ର ବାଇବଲ)
ଏମାନେ ତୁମ୍ଭମାନଙ୍କର ପ୍ରେମଭୋଜିର କଳଙ୍କ ପରି। ସେମାନେ ନିର୍ଭୟରେ ତୁମ୍ଭ ସହିତ ଭୋଜନ କରନ୍ତି। ସେମାନେ କେବଳ ନିଜର ଯତ୍ନ ନିଅନ୍ତି। ସେମାନେ ବର୍ଷା ବିହୀନ ମେଘ ଖଣ୍ଡମାନ। ପବନ ଦ୍ୱାରା ସେମାନେ ଗ୍ଭରିଆଡ଼େ ଉଡ଼ନ୍ତି। ସେମାନେ ହେମନ୍ତ କାଳରେ ଫଳ ନ ଥିବା ଗଛ ପରି ଓ ଭୂମିରୁ ହଠାତ୍ ଉପୁଡ଼ି ଯାଆନ୍ତି। ସେମାନଙ୍କର ଦୁଇ ଥର ମୃତ୍ୟୁ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ନିର୍ଭୟରେ ତୁମ୍ଭମାନଙ୍କ ସହିତ ଭୋଜନପାନ କରି ତୁମ୍ଭମାନଙ୍କ ପ୍ରେମଭୋଜିର କଳଙ୍କ ସ୍ୱରୂପ ଅଟନ୍ତି; ସେମାନେ ଆପଣା ଆପଣା ଉଦର ପରିପୂର୍ଣ୍ଣ କରନ୍ତି; ସେମାନେ ବାୟୁଚାଳିତ ଜଳଶୂନ୍ୟ ମେଘ ତୁଲ୍ୟ; ସେମାନେ ଦୁଇ ଥର ମୃତ, ମୂଳରୁ ଉତ୍ପାଟିତ ହେମନ୍ତ କାଳର ଫଳଶୂନ୍ୟବୃକ୍ଷ ସଦୃଶ;
Odia IRV 2017 (ଓଡିଆ ବାଇବେଲ)
ସେମାନେ ନିର୍ଭୟରେ ତୁମ୍ଭମାନଙ୍କ ସହିତ ଭୋଜନପାନ କରି ତୁମ୍ଭମାନଙ୍କ ପ୍ରେମଭୋଜିର କଳଙ୍କ ସ୍ୱରୂପ ଅଟନ୍ତି; ସେମାନେ ଆପଣା ଆପଣା ଉଦର ପରିପୂର୍ଣ୍ଣ କରନ୍ତି; ସେମାନେ ବାୟୁଚାଳିତ ଜଳଶୂନ୍ୟ ମେଘ ତୁଲ୍ୟ; ସେମାନେ ଦୁଇ ଥର ମୃତ, ମୂଳରୁ ଉତ୍ପାଟିତ ହେମନ୍ତ କାଳର ଫଳଶୂନ୍ୟବୃକ୍ଷ ସଦୃଶ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆನಿ ತುಮ್ಚ್ಯಾ ಎಕ್ವಟಾಚೆ ಜೆವ್ನಾತ್ ತುಮ್ಚ್ಯಾ ವಾಂಗ್ಡಾ ಕಾಯ್ ಬಿ ಭಿಂಯೆ ನಸ್ತಾನಾ ಖಾತಾತ್ ಫಿತಾತ್ ಅನಿ ಅಪ್ನಾಚಿ ಪೊಟಾ ಭರುನ್ಗೆತಾತ್, ತೆನಿ ವಾರ್ಯಾಚ್ಯಾ ವಾಂಗ್ಡಾ ಹುಡುನ್ ಜಾತಲ್ಲ್ಯಾ ಪಾನಿ ನಸಲ್ಲ್ಯಾ ಮೊಡಾಂಚ್ಯಾ ಸಾರ್ಕೆ, ತೆನಿ ಕಾಲಾ ಕಾಲಾಕ್ ಫಳ್ ದಿನಸಲ್ಲ್ಯಾ ಝಾಡಾ ಸಾರ್ಕೆ, ಮುಳಾ ಸಮೆತ್ ಉಪ್ಳುನ್ ಪಡಲ್ಲ್ಯಾ ವಾಳುನ್ ಗೆಲ್ಲ್ಯಾ ಝಾಡಾ ಸಾರ್ಕೆ.