Jude 1:13 — Compare Translations

7 translations compared side by side

Odia - 1840
"ସମାନେେ ସମୁଦ୍ରର ପ୍ରଚଣ୍ଡ ତରଙ୍ଗ ସଦୃଶ। ଏହି ତରଙ୍ଗ ଫଣେ ସୃଷ୍ଟି କରେ। ତରଙ୍ଗ ଫଣେ ସୃଷ୍ଟି କଲା ଭଳି ଏହି ଲୋକମାନେ ଲଜ୍ଜାଜନକ କାର୍ୟ୍ଯ କରନ୍ତି। ଏହି ଲୋକମାନେ ଆକାଶ ରେ ଏଣତେଣେେ ଘୁରି ବୁଲୁଥିବା ନକ୍ଷତ୍ର ତୁଲ୍ଯ। ଏହି ଲୋକମାନଙ୍କ ନିମନ୍ତେ ଚିରକାଳ ପାଇଁ ଘୋର ଅନ୍ଧକାରମୟ ସ୍ଥାନ ରଖାଯାଇଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆପଣା ଆପଣା ଲଜ୍ଜା ସ୍ଵରୂପ ଫେଣ ଉଦ୍ଗାରକାରୀ ସମୁଦ୍ରର ଉତ୍ତାଳ ତରଙ୍ଗ ସଦୃଶ; ସେମାନେ ଭ୍ରମଣକାରୀ କେତୁ ତୁଲ୍ୟ; ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ଚିରକାଳ ରଖାଯାଇଅଛିା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ସମୁଦ୍ରର ଉତ୍ତାଳ ତରଙ୍ଗ ତୂଲ୍ୟ। ସେମାନଙ୍କର ର୍ନିର୍ଲ୍ଲଜ୍ଜ କର୍ମମାନ ଫେଣ ପରି ଉପରକୁ ଦେଖାଯାଏ। ସେମାନେ ଲକ୍ଷ୍ୟହୀନ ଭ୍ରମଣକାରୀ ନକ୍ଷତ୍ର ତୂଲ୍ୟ। ଈଶ୍ବର ସେମାନଙ୍କ ପାଇଁ ଅନ୍ଧକାରମୟ ଗହ୍ୱରରେ ସ୍ଥାନ ନିରୂପଣ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସମୁଦ୍ରର ପ୍ରଚଣ୍ଡ ତରଙ୍ଗ ସଦୃଶ। ଏହି ତରଙ୍ଗ ଫେଣ ସୃଷ୍ଟି କରେ। ତରଙ୍ଗ ଫେଣ ସୃଷ୍ଟି କଲା ଭଳି ଏହି ଲୋକମାନେ ଲଜ୍ଜାଜନକ କାର୍ଯ୍ୟ କରନ୍ତି। ଏହି ଲୋକମାନେ ଆକାଶରେ ଏଣେତେଣେ ଘୁରି ବୁଲୁଥିବା ନକ୍ଷତ୍ର ତୁଲ୍ୟ। ଏହି ଲୋକମାନଙ୍କ ନିମନ୍ତେ ଚିରକାଳ ପାଇଁ ଘୋର ଅନ୍ଧକାରମୟ ସ୍ଥାନ ରଖାଯାଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆପଣା ଆପଣା ଲଜ୍ଜା ସ୍ୱରୂପ ଫେଣ ଉଦ୍ଗାରକାରୀ ସମୁଦ୍ରର ଉତ୍ତାଳ ତରଙ୍ଗ ସଦୃଶ; ସେମାନେ ଭ୍ରମଣକାରୀ ତାରା ତୁଲ୍ୟ; ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ଅନନ୍ତକାଳ ରଖାଯାଇଅଛି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆପଣା ଆପଣା ଲଜ୍ଜା ସ୍ୱରୂପ ଫେଣ ଉଦ୍‍ଗାରକାରୀ ସମୁଦ୍ରର ଉତ୍ତାଳ ତରଙ୍ଗ ସଦୃଶ; ସେମାନେ ଭ୍ରମଣକାରୀ ତାରା ତୁଲ୍ୟ; ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ଅନନ୍ତକାଳ ରଖାଯାଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನಿ ಅಪ್ನಾಚಿ ಮರ್ಯಾದ್ಗೆಡಿ ಕಾಮಾಚ್ಯಾ ವೈನಾ ಸಮುಂದರಾಚ್ಯಾ ಮೊಟ್ಯಾ ಭಯಾನಕ್ ಭುರುಕ್ ಭರಲ್ಲ್ಯಾ ಲಾಟಾಂಚ್ಯಾ ಸಾರ್ಕೆ,ತೆಂಚ್ಯಾಸಾಟಿ ದೆವಾನ್ ಸದಾ ಸರ್ವತಾಕ್ ಎಕ್ ದಾಟ್ ಕಾಳ್ಕಾತ್ ಜಾಗೊ ರಾಕುನ್ ಥವಲ್ಲೊ ಹಾಯ್.