Jude 1:16 — Compare Translations

7 translations compared side by side

Odia - 1840
"ଏହି ଲୋକମାନେ ସର୍ବଦା ଅନ୍ୟ ଲୋକମାନଙ୍କ ବିରୁଦ୍ଧ ରେ ଅଭିଯୋଗ କରନ୍ତି ଓ ସମାନଙ୍କେର ଦୋଷ ବାହାର କରନ୍ତି। ସମାନେେ ସବୁବେଳେ ନଜ ଇଚ୍ଛା ଅନୁସାରେ ମନ୍ଦ କର୍ମମାନ କରିଥାଆନ୍ତି। ସମାନେେ ନିଜ ବିଷୟ ରେ ଅହଙ୍କାର କରି କଥା କୁହନ୍ତି। ସମାନେେ ନିଜ ସ୍ବାର୍ଥ ହାସଲ କରିବା ପାଇଁ କବଳେ ଅନ୍ୟ ଲୋକମାନଙ୍କ ସପକ୍ଷ ରେ ଭଲକଥା କୁହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ଵାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଲୋକମାନେ ସବୁବେଳେ ଅସନ୍ତୁଷ୍ଠ ଓ ଅନ୍ୟମାନଙ୍କ ଉପରେ ଦୋଷାରୋପ କରନ୍ତି। ସେମାନେ କେବଳ ନିଜର କୂଅଭିଳାଷ ଚରିତାର୍ଥ କରୁଥାନ୍ତି; ନିଜର ବଡ଼ିମା ଦେଖାଇ ହୁଅନ୍ତି ଓ ନିଜର ସ୍ୱାର୍ଥସିଦ୍ଧି ନିମନ୍ତେ ଅନ୍ୟମାନଙ୍କର ଚାଟୁବାଦ କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଲୋକମାନେ ସର୍ବଦା ଅନ୍ୟ ଲୋକମାନଙ୍କ ବିରୁଦ୍ଧରେ ଅଭିଯୋଗ କରନ୍ତି ଓ ସେମାନଙ୍କର ଦୋଷ ବାହାର କରନ୍ତି। ସେମାନେ ସବୁବେଳେ ନିଜ ଇଚ୍ଛା ଅନୁସାରେ ମନ୍ଦ କର୍ମମାନ କରି ଥା’ନ୍ତି। ସେମାନେ ନିଜ ବିଷୟରେ ଅହଙ୍କାର କରି କଥା କୁହନ୍ତି। ସେମାନେ ନିଜ ସ୍ୱାର୍ଥ ହାସଲ କରିବା ପାଇଁ କେବଳ ଅନ୍ୟ ଲୋକମାନଙ୍କ ସପକ୍ଷରେ ଭଲକଥା କୁହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ୱାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ୱାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಿ ಚುಕ್ ಶಿಕಾಪಾ ಶಿಕ್ವುತಲಿ ಲೊಕಾ ದುಸ್ರ್ಯಾಕ್ನಿ ದೊಶ್ ದಿತ್ಯಾತ್, ತೆನಿ ಅಪ್ನಾಚ್ಯಾ ಬುರ್ಶ್ಯಾ ಆಶಾಂಚ್ಯಾ ಸಾರ್ಕೆ ಚಲ್ತಾತ್ ಅನಿ ಅಪ್ನಾಚ್ಯಾ ಫಾಯ್ದ್ಯಾ ಸಾಟ್ನಿ ದುಶ್ರ್ಯಾಂಚಿ ಬಡಾಯ್ ಬೊಲುನ್ ದಾಕ್ವುತ್ಯಾತ್.