Jude 1:17 — Compare Translations

7 translations compared side by side

Odia - 1840
"ପ୍ରିୟ ବନ୍ଧୁମାନେ, ଆମ୍ଭମାନଙ୍କର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ପ୍ ରରେିତମାନେ ତୁମ୍ଭମାନଙ୍କୁ ପୂର୍ବରୁ ଯେଉଁ ସବୁ କଥା କହିଛନ୍ତି, ତାହା ସ୍ମରଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ, ହେ ପ୍ରିୟମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତମାନେ ପୂର୍ବେ ଯେଉଁସବୁ କଥା କହିଅଛନ୍ତି, ସେହିସବୁ ସ୍ମରଣ କର;
Odia BSI (ପବିତ୍ର ବାଇବଲ (CL) NT (BSI))
ବନ୍ଧୁଗଣ, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତ ଶିଷମାନେ ତୁମ୍ଭମାନଙ୍କୁ ଯାହା କହି ଯାଇଛନ୍ତି, ତାହା ସ୍ମରଣ କର।
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ସତର୍କବାଣୀ ଏବଂ ବ୍ୟବହାରିକ ବିଷୟ ପ୍ରିୟ ବନ୍ଧୁମାନେ, ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତମାନେ ତୁମ୍ଭମାନଙ୍କୁ ପୂର୍ବରୁ ଯେଉଁସବୁ କଥା କହିଛନ୍ତି, ତାହା ସ୍ମରଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ, ହେ ପ୍ରିୟମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତମାନେ ପୂର୍ବେ ଯେଉଁସବୁ କଥା କହିଅଛନ୍ତି, ସେହିସବୁ ସ୍ମରଣ କର;
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ, ହେ ପ୍ରିୟମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପ୍ରେରିତମାନେ ପୂର୍ବେ ଯେଉଁ ସବୁ କଥା କହିଅଛନ୍ତି, ସେହି ସବୁ ସ୍ମରଣ କର;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಪ್ರಿತಿಚ್ಯಾನು, ಅಮ್ಚ್ಯಾ ಧನಿಯಾ ಜೆಜು ಕ್ರಿಸ್ತಾಚ್ಯಾ ಅಪೊಸ್ತಲಾನಿ ತುಮ್ಕಾ ಅದ್ದಿ ಕಾಯ್ ಸಾಂಗಲ್ಲ್ಯಾನಿ ಮನ್ತಲೆ ಯಾದ್ ಕರುನ್ ಘೆವಾ.