Jude 1:18 — Compare Translations

7 translations compared side by side

Odia - 1840
"ପ୍ ରରେିତମାନେ ତୁମ୍ଭକୁ କହିଥିଲେ, ଶଷେ କାଳ ରେ ପରମେଶ୍ବରଙ୍କୁ ଉପହାସ କରୁଥିବା ଲୋକମାନେ ଉଠିବେ। ଏହି ଲୋକମାନେ କବଳେ ନିଜ ଇଚ୍ଛା ଅନୁସାରେ ପରମେଶ୍ବରଙ୍କ ବିରୁଦ୍ଧ ରେ କାର୍ୟ୍ଯ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କିପରି ତୁମ୍ଭମାନଙ୍କୁ କହୁଥିଲେ, ଶେଷକାଳରେ ଆପଣା ଆପଣା କୁଅଭିଳାଷାନୁସାରେ ଚାଳିତ ପରିହାସକ ଲୋକେ ଉପସ୍ଥିତ ହେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ତୁମ୍ଭମାନଙ୍କୁ କହୁଥିଲେ, “ଶେଷ ଦିନମାନଭ୍କରେ କୁଅଭିଳାଷପୂର୍ଣ୍ଣ ଈଶ୍ବର-ବିରୋଧୀ ଲୋକମାନେ ବାହାରି ତୁମ୍ଭମାନଙ୍କୁ ପରିହାସ କରିବେ।”
Odia Bible ERV 2004 (ପବିତ୍ର ବାଇବଲ)
ପ୍ରେରିତମାନେ ତୁମ୍ଭକୁ କହିଥିଲେ, “ଶେଷ କାଳରେ ପରମେଶ୍ୱରଙ୍କୁ ଉପହାସ କରୁଥିବା ଲୋକମାନେ ଉଠିବେ।” ଏହି ଲୋକମାନେ କେବଳ ନିଜ ଇଚ୍ଛା ଅନୁସାରେ ପରମେଶ୍ୱରଙ୍କ ବିରୁଦ୍ଧରେ କାର୍ଯ୍ୟ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କିପରି ତୁମ୍ଭମାନଙ୍କୁ କହୁଥିଲେ, ଶେଷକାଳରେ ଆପଣା ଆପଣା କୁଅଭିଳାଷାନୁସାରେ ଚାଳିତ ପରିହାସକ ଲୋକେ ଉପସ୍ଥିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ କିପରି ତୁମ୍ଭମାନଙ୍କୁ କହୁଥିଲେ, ଶେଷକାଳରେ ଆପଣା ଆପଣା କୁଅଭିଳାଷାନୁସାରେ ଚାଳିତ ପରିହାସକ ଲୋକେ ଉପସ୍ଥିତ ହେବେ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆಕ್ರಿಚ್ಯಾ ವೆಳಾರ್ ತುಮ್ಕಾ ಎಡ್ಸಡ್ತಲಿ,ಅನಿ ದೆವಾಕ್ ವಿರೊದ್ ಕರ್ತಲಿ ಲೊಕಾ ರ್‍ಹಾತ್ಯಾತ್,