Jude 1:19 — Compare Translations

7 translations compared side by side

Odia - 1840
"ଏହି ଲୋକମାନେ ତୁମ୍ଭମାନଙ୍କ ମଧିଅରେ ଦଳଭଦେ ସୃଷ୍ଟି କରନ୍ତି। ସମାନେେ ନିଜର ପାପ ଇଚ୍ଛା ଅନୁସାରେ ସମସ୍ତ କାର୍ୟ୍ଯ କରନ୍ତି। ସମାନଙ୍କେ ମଧିଅରେ ପବିତ୍ର ଆତ୍ମା ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଦଳଭେଦ ସୃଷ୍ଟି କରନ୍ତି, ସେମାନେ ସାଂସାରିକମନା ଓ ଈଶ୍ଵରଙ୍କ ଆତ୍ମାବିହୀନ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଲୋକମାନେ ହିଁ ଦଳଭେଦ ସୃଷ୍ଟି କରନ୍ତି। ସେମାନେ କେବଳ ଶାରୀରିକ ପ୍ରବୃତ୍ତି ଦ୍ୱାରା ଚଳିତ। ସେମାନେ ଈଶ୍ୱରଙ୍କ ଆତ୍ମାବିହୀନ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ସୃଷ୍ଟି କରନ୍ତି। ସେମାନେ ନିଜର ପାପ ଇଚ୍ଛା ଅନୁସାରେ ସମସ୍ତ କାର୍ଯ୍ୟ କରନ୍ତି। ସେମାନଙ୍କ ମଧ୍ୟରେ ପବିତ୍ରଆତ୍ମା ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଦଳଭେଦ ସୃଷ୍ଟି କରନ୍ତି, ସେମାନେ ସାଂସାରିକମନା ଓ ଈଶ୍ବରଙ୍କ ଆତ୍ମାବିହୀନ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଦଳଭେଦ ସୃଷ୍ଟି କରନ୍ତି, ସେମାନେ ସାଂସାରିକମନା ଓ ଈଶ୍ୱରଙ୍କ ଆତ୍ମାବିହୀନ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಿ ಲೊಕಾ ಹ್ಯಾ ಜಗಾಚಿ ಲೊಕಾತ್ನಿ ಭೆದ್‍ಭಾವ್ ಯೆವ್ಕ್ ಕಾರನ್ ಹೊತಾತ್, ತೆನಿ ಹ್ಯಾ ಜಗಾಚ್ಯಾ ಆಶಾಚ್ಯಾ ಪರ್ಕಾರ್ ಚಲ್ತಾತ್, ತೆಂಚ್ಯಾಕ್ಡೆ ಪವಿತ್ರ್ ಆತ್ಮೊ ನಾ.