Jude 1:2 — Compare Translations

7 translations compared side by side

Odia - 1840
"ପରମେଶ୍ବରଙ୍କର ଦୟା, ପ୍ ରମେ ଓ ଶାନ୍ତି ପ୍ରଚୁର ଭାବରେ ତୁମ୍ଭମାନେେ ଭୋଗ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ପ୍ରତି ଦୟା, ଶାନ୍ତି ଓ ପ୍ରେମ ପ୍ରଚୁରଭାବେ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦୟା, ଶାନ୍ତି ଓ ପୂର୍ଣ୍ଣମାତ୍ରାରେ ତୁମ୍ଭମାନଙ୍କର ସହବର୍ତ୍ତୀ ହେଉ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କର ଦୟା, ପ୍ରେମ ଓ ଶାନ୍ତି ପ୍ରଚୁର ଭାବରେ ତୁମ୍ଭେମାନେ ଭୋଗ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କ ପ୍ରତି ଦୟା, ଶାନ୍ତି ଓ ପ୍ରେମ ପ୍ରଚୁରଭାବେ ବର୍ତ୍ତୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କ ପ୍ରତି ଦୟା, ଶାନ୍ତି ଓ ପ୍ରେମ ପ୍ରଚୁରଭାବେ ବର୍ତ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದಯಾ, ಶಾಂತಿ ಅನಿ ಪ್ರೆಮ್ ತುಮ್ಚ್ಯಾ ಮದ್ದಿ ಭರ್ಪುರ್ ಹೊಂವ್ದಿತ್.