Jude 1:20 — Compare Translations
7 translations compared side by side
Odia - 1840
"କିନ୍ତୁ ମାରେ ପ୍ରିୟ ବନ୍ଧୁଗଣ, ତୁମ୍ଭମାନେେ ନିଜର ପବିତ୍ର ବିଶ୍ବାସ ଉପରେ ନିଜନିଜ ଜୀବନକୁ ଦୃଢ଼ ଭାବରେ ଗଢ଼। ପବିତ୍ର ଆତ୍ମାଙ୍କ ସାହାୟ୍ଯ ରେ ପ୍ରାର୍ଥନା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ, ହେ ପ୍ରିୟମାନେ, ତୁମ୍ଭେମାନେ ଆପଣା-ମାନଙ୍କ ଅତି ପବିତ୍ର ବିଶ୍ଵାସ ଉପରେ ଆପଣାମାନଙ୍କର ଧର୍ମ ଜୀବନରୂପ ଗୃହ ନିର୍ମାଣ କର, ପବିତ୍ର ଆତ୍ମାରେ ପ୍ରାର୍ଥନା କର,
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ବନ୍ଧୁଗଣ, ତୁମ୍ଭେମାନେ ପବିତ୍ର ଧର୍ମବିଶ୍ୱାସର ଭିତ୍ତି ଉପରେ ନିଜ ନିଜ ଜୀବନ ଗଠନ କରିବାରେ ଲାଗି ରୁହ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୋର ପ୍ରିୟ ବନ୍ଧୁଗଣ, ତୁମ୍ଭେମାନେ ନିଜର ପବିତ୍ର ବିଶ୍ୱାସ ଉପରେ ନିଜ ନିଜ ଜୀବନକୁ ଦୃଢ଼ ଭାବରେ ଗଢ଼। ପବିତ୍ରଆତ୍ମାଙ୍କ ସାହାଯ୍ୟରେ ପ୍ରାର୍ଥନା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ, ହେ ପ୍ରିୟମାନେ, ତୁମ୍ଭେମାନେ ଆପଣା ଅତି ପବିତ୍ର ବିଶ୍ୱାସ ଉପରେ ଧର୍ମ ଜୀବନରୂପ ଗୃହ ନିର୍ମାଣ କର, ପବିତ୍ର ଆତ୍ମାରେ ପ୍ରାର୍ଥନା କର,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ, ହେ ପ୍ରିୟମାନେ, ତୁମ୍ଭେମାନେ ଆପଣାମାନଙ୍କ ଅତି ପବିତ୍ର ବିଶ୍ୱାସ ଉପରେ ଧର୍ମ ଜୀବନରୂପ ଗୃହ ନିର୍ମାଣ କର, ପବିତ୍ର ଆତ୍ମାରେ ପ୍ରାର୍ଥନା କର,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಪ್ರಿತಿಚ್ಯಾನು, ತುಮಿ ತುಮ್ಚ್ಯಾ ಲೈ ಪವಿತ್ರ್ ವಿಶ್ವಾಸಾತ್ ವೈರ್ ವಾಡುನ್ಗೆತ್ ಜಾವಾ. ಪವಿತ್ರ್ ಆತ್ಮ್ಯಾಚ್ಯಾ ಬಳಾನ್ ಮಾಗ್ನಿ ಕರಾ,