Jude 1:21 — Compare Translations

7 translations compared side by side

Odia - 1840
"ପରମେଶ୍ବରଙ୍କର ପ୍ ରମେ ରେ ନିଜ ନିଜକୁ ସ୍ଥିର କରି ରଖ। ତୁମ୍ଭମାନେେ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦୟାର ଅପେକ୍ଷା କର। ସେ ତୁମ୍ଭକୁ ଅନନ୍ତ ଜୀବନ ପ୍ରଦାନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଅନ; ଜୀବନ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦୟାର ଅପେକ୍ଷା କରି ଈଶ୍ଵରଙ୍କ ପ୍ରେମରେ ଆପଣା-ମାନଙ୍କୁ ସ୍ଥିର କରି ରଖ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହରେ ଅନନ୍ତ ଜୀବନ ପାଇବା ପାଇଁ ଅପେକ୍ଷା କରୁ କରୁ ଈଶ୍ବରଙ୍କ ପ୍ରେମରେ ସ୍ଥିର ଣୁହ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କର ପ୍ରେମରେ ନିଜ ନିଜକୁ ସ୍ଥିର କରି ରଖ। ତୁମ୍ଭେମାନେ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦୟାର ଅପେକ୍ଷା କର। ସେ ତୁମ୍ଭକୁ ଅନନ୍ତ ଜୀବନ ପ୍ରଦାନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅନନ୍ତ ଜୀବନ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦୟାର ଅପେକ୍ଷା କରି ଈଶ୍ବରଙ୍କ ପ୍ରେମରେ ଆପଣାମାନଙ୍କୁ ସ୍ଥିର କରି ରଖ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅନନ୍ତ ଜୀବନ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦୟାର ଅପେକ୍ଷା କରି ଈଶ୍ୱରଙ୍କ ପ୍ରେମରେ ଆପଣାମାନଙ୍କୁ ସ୍ଥିର କରି ରଖ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಧನಿ ಜೆಜು ಕ್ರಿಸ್ತ್ ಅಪ್ನಾಚ್ಯಾ ದಯೆಚ್ಯಾ ವೈನಾ ಕನ್ನಾಚ್ ಮರಾನ್ ನಸಲ್ಲೆ ಜಿವನ್ ದಿತಲ್ಯಾಕ್ ರಾಕುನ್ ಅಸಲ್ಲ್ಯಾ ಬಾಸೆನ್ ತುಮ್ಕಾಚ್ ತುಮಿ ದೆವಾಚ್ಯಾ ಪ್ರೆಮಾತ್ ಥವ್ನ್ ಘೆವಾ,