Jude 1:23 — Compare Translations

7 translations compared side by side

Odia - 1840
"ଅନ୍ୟ ଲୋକମାନଙ୍କୁ ରକ୍ଷାକର। ସହେି ଲୋକମାନଙ୍କୁ ଅଗ୍ନିରୁ ଟାଣି ଆଣ। କିନ୍ତୁ ତୁମ୍ଭେ ଅନ୍ୟ ପାପୀମାନଙ୍କୁ ଦୟା ଦଖାଇବୋ ବେଳେ ସାବଧାନ ରେ ରୁହ। ପାପରେ କଳଙ୍କିତ ହାଇେଥିବା ସମାନଙ୍କେର ଲୁଗାପଟାକୁ ମଧ୍ଯ ଘୃଣା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶାରୀରିକ ପାପକର୍ମରେ କଳଙ୍କିତ ବସ୍ତ୍ରକୁ ମଧ୍ୟ ଘୃଣା କରି ଭୟ ସହକାରେ ଆଉ କେତେକଙ୍କୁ ଦୟା କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭ୍ରାନ୍ତିରେ ପଡ଼ି ବିଷ୍ଟ ହେବାକୁ ଯାଉଥିବା ଲୋକଙ୍କୁ ଅଗ୍ନିରୁ ଉଦ୍ଧାର କର। ଆଉ କେତେକଙ୍କର ପାପ କଳଙ୍କିତ ବସ୍ତ୍ରକୁ ସୁଦ୍ଧା ଘୃଣା କର, କିନ୍ତୁ ଭୟର ସହ ସେମାନଙ୍କୁ ଦୟା ପ୍ରଦର୍ଶ କର।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ଲୋକମାନଙ୍କୁ ରକ୍ଷାକର। ସେହି ଲୋକମାନଙ୍କୁ ଅଗ୍ନିରୁ ଟାଣି ଆଣ। କିନ୍ତୁ ତୁମ୍ଭେ ଅନ୍ୟ ପାପୀମାନଙ୍କୁ ଦୟା ଦେଖାଇବା ବେଳେ ସାବଧାନରେ ରୁହ। ପାପରେ କଳଙ୍କିତ ହୋଇଥିବା ସେମାନଙ୍କର ଲୁଗାପଟାକୁ ମଧ୍ୟ ଘୃଣା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶାରୀରିକ ପାପକର୍ମରେ କଳଙ୍କିତ ବସ୍ତ୍ରକୁ ମଧ୍ୟ ଘୃଣା କରି ଭୟ ସହକାରେ ଆଉ କେତେକଙ୍କୁ ଦୟା କର।
Odia IRV 2017 (ଓଡିଆ ବାଇବେଲ)
ଶାରୀରିକ ପାପକର୍ମରେ କଳଙ୍କିତ ବସ୍ତ୍ରକୁ ମଧ୍ୟ ଘୃଣା କରି ଭୟ ସହକାରେ ଆଉ କେତେକଙ୍କୁ ଦୟା କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆಗಿಚ್ಯಾ ತೊಂಡಾತ್ ಹೊತ್ತ್ಯಾಕ್ನಿ ವೊಡುನ್ ಘೆವ್ನ್ ತೆಂಕಾ ಆಗಿತ್ನಾ ಹುರ್ವುನ್ ಘೆವಾ. ಭಿಂಯಾ ವೈನಾ ದಯಾ ದಾಕ್ವಾ ಖರೆ ಆಂಗಾ ಮಾಸಾಚ್ಯಾ ಚಲ್ನುಕಿ ವೈನಾ ಮ್ಹೆಳಲ್ಲೆ ಕಪ್ಡೆ ಧುರ್ ಕರಾ.