Jude 1:24 — Compare Translations

7 translations compared side by side

Odia - 1840
"ପରମେଶ୍ବର ଶକ୍ତିଶାଳୀ ଓ ସେ ତୁମ୍ଭକୁ ପତନରୁ ରକ୍ଷା କରିବେ। ସେ ତୁମ୍ଭକୁ ମନ୍ଦରୁ ରକ୍ଷା କରି ନିଜର ଗୌରବ ସମ୍ମୁଖରୁ ଆଣି ପାରିବେ ଓ ତୁମ୍ଭକୁ ମହାନନ୍ଦ ଦଇେ ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ତୁମ୍ଭମାନଙ୍କୁ ସ୍ଖଳନରୁ ରକ୍ଷା କରିବାକୁ ପୁଣି ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ତୁମ୍ଭମାନଙ୍କୁ ପତନରୁ ରକ୍ଷା କରିବାକୁ ଓ ତାଙ୍କ ଗୌରବମୟ ଛାମୁରେ ନିର୍ଦ୍ଦୋଷ ଓ ଉଲ୍ଲେସିତ କରି ଉପସ୍ଥାପିତ କରିବାକୁ ସମର୍ଥ,
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ପ୍ରଶଂସା କର ପରମେଶ୍ୱର ଶକ୍ତିଶାଳୀ ଓ ସେ ତୁମ୍ଭକୁ ପତନରୁ ରକ୍ଷା କରିବେ। ସେ ତୁମ୍ଭକୁ ମନ୍ଦରୁ ରକ୍ଷା କରି ନିଜର ଗୌରବ ସମ୍ମୁଖକୁ ଆଣି ପାରିବେ ଓ ତୁମ୍ଭକୁ ମହାନନ୍ଦ ଦେଇ ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ତୁମ୍ଭମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରିବାକୁ ପୁଣି, ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,
Odia IRV 2017 (ଓଡିଆ ବାଇବେଲ)
ଯେ ତୁମ୍ଭମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରିବାକୁ ପୁଣି, ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ತುಮ್ಕಾ ತುಮಿ ಪಡಿನಸ್ತಾನಾ ರಾಕ್ತಲ್ಯಾ, ಅನಿ ಅಪ್ನಾಚ್ಯಾ ಮಹಿಮೆಚ್ಯಾ ಹಾಜಿರ್ಪಾನಾತ್ ಖುಶಿನ್ ಕಾಯ್ಬಿ ಚುಕ್ ನಸಲ್ಲಿ ಲೊಕಾ ಕರುನ್ ಥವ್ತಲ್ಯಾ,