Jude 1:25 — Compare Translations
7 translations compared side by side
Odia - 1840
"ସେ ଏକମାତ୍ର ପରମେଶ୍ବର। ସେ କବଳେ ଆମ୍ଭକୁ ଉଦ୍ଧାର କରନ୍ତି। ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ବାରା ଅତୀତ, ବର୍ତ୍ତମାନ ଓ ଚିରଦିନ ପାଇଁ ତ୍ରାଣକର୍ତ୍ତା ପରମେଶ୍ବରଙ୍କର ଗୌରବ, ମହିମା, କ୍ଷମତା ଓ ଅଧିକାର ହେଉ। ଆମେନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ଵର, ଗୌରବ, ପ୍ରତାପ,ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର । ଆମେନ୍ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମର ସେହି ଏକମାତ୍ର ତ୍ରାଣକର୍ତ୍ତା ଈଶ୍ୱରଙ୍କ ଗୌରବ, ପରାକ୍ରମ ଓ କତ୍ତୃତ୍ୱ; ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନାଦି କାଳରୁ ବର୍ତ୍ତମାନ ପର୍ଯ୍ୟନ୍ତ ଓ ଯୁଗେ ଯୁଗେ ବିରାଜମାନ ହେଉ। ଆମେନ୍।
Odia Bible ERV 2004 (ପବିତ୍ର ବାଇବଲ)
ସେ ଏକମାତ୍ର ପରମେଶ୍ୱର। ସେ କେବଳ ଆମ୍ଭକୁ ଉଦ୍ଧାର କରନ୍ତି। ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅତୀତ, ବର୍ତ୍ତମାନ ଓ ଚିରଦିନ ପାଇଁ ତ୍ରାଣକର୍ତ୍ତା ପରମେଶ୍ୱରଙ୍କର ଗୌରବ, ମହିମା, କ୍ଷମତା ଓ ଅଧିକାର ହେଉ। ଆମେନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ବର, ଗୌରବ, ପ୍ରତାପ, ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର। ଆମେନ୍।
Odia IRV 2017 (ଓଡିଆ ବାଇବେଲ)
ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ୱର, ଗୌରବ, ପ୍ରତାପ, ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର । ଆମେନ୍ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಅಮ್ಕಾ ರಾಕ್ತಲ್ಯಾ ಎಕ್ಲ್ಯಾಚ್ ದೆವಾಕ್, ಜೆಜು ಕ್ರಿಸ್ತಾ ಅಮ್ಚ್ಯಾ ಧನಿಯಾಚ್ಯಾ ವೈನಾ ಮಹಿಮಾ, ವೈಭವ್, ರಾಜ್ವಟ್ಕಿ ಅನಿ ಅಧಿಕಾರ್, ಅದ್ದಿ, ಅತ್ತಾ ಅನಿ ಸದಾ ಸರ್ವತಾಕ್ ತೆಕಾಚ್ ರ್ಹಾಂವ್ದಿತ್, ಆಮೆನ್!