Jude 1:6 — Compare Translations
7 translations compared side by side
Odia - 1840
"ତୁମ୍ଭେ ସହେି ସ୍ବର୍ଗଦୂତମାନଙ୍କ ବିଷୟ ମନେ ପକାଅ, ଯେଉଁମାନଙ୍କର କ୍ଷମତା ଥିଲା କିନ୍ତୁ ସମାନେେ ତାହାକୁ ରଖିପାରିଲେ ନାହିଁ। ସମାନେେ ନିଜ ନିଜ ଘର ଛାଡ଼ି ଦେଲେ। ତେଣୁ ପ୍ରଭୁ ସମାନଙ୍କେୁ ଅନ୍ଧକାର ରେ ରଖିଛନ୍ତି। ସମାନେେ ଅନନ୍ତକାଳୀନ ବନ୍ଧନ ରେ ବନ୍ଧା ହାଇେଛନ୍ତି। ସେ ସମାନଙ୍କେୁ ମହାବିଚାର ଦିନ ପର୍ୟ୍ଯନ୍ତ ରଖିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚ ପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଚିରସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ସ୍ୱର୍ଗଦୂତମାନେ ନିଜ କ୍ଷମତାର ପରିସର ଭିତରେ ନ ରହ ସେମାନଙ୍କ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କ କଥା ସ୍ମରଣ କର। ମହାବିଚାର ଦିନରେ ସମୁଚି ଦଣ୍ଡ ପାଇବା ନିମନ୍ତେ ଈଶ୍ୱର ସେମାନଙ୍କୁ ଅଧଃଲୋକର ଅନ୍ଧକାରରେ ଚରିଦିନ ପାଇଁ ଶୃଙ୍ଖଳବଦ୍ଧ କରି ରଖିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସେହି ସ୍ୱର୍ଗଦୂତମାନଙ୍କ ବିଷୟ ମନେ ପକାଅ, ଯେଉଁମାନଙ୍କର କ୍ଷମତା ଥିଲା କିନ୍ତୁ ସେମାନେ ତାହାକୁ ରଖିପାରିଲେ ନାହିଁ। ସେମାନେ ନିଜ ନିଜ ଘର ଛାଡ଼ି ଦେଲେ। ତେଣୁ ପ୍ରଭୁ ସେମାନଙ୍କୁ ଅନ୍ଧକାରରେ ରଖିଛନ୍ତି। ସେମାନେ ଅନନ୍ତକାଳୀନ ବନ୍ଧନରେ ବନ୍ଧା ହୋଇଛନ୍ତି। ସେ ସେମାନଙ୍କୁ ମହାବିଗ୍ଭର ଦିନ ପର୍ଯ୍ୟନ୍ତ ରଖିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଅନନ୍ତସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚ ପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଅନନ୍ତସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಅಪ್ನಾಚೊ ಹುದ್ದೊ ಸಂಬಾಳುನ್ ಘೆವ್ನ್ ರ್ಹಾತಲೆ ಸೊಡುನ್, ಅಪ್ನಿ ರ್ಹಾತಲೊ ಜಾಗೊ ಕಳ್ದುನ್ ಘೆಟಲ್ಲ್ಯಾ ದೆವಾಚ್ಯಾ ದುತಾಕ್ನಿ ಮೊಟ್ಯಾ ಝಡ್ತಿ ಕರ್ತಲ್ಲ್ಯಾ ದಿಸಾಸಾಟ್ನಿ; ದಾಟ್ಲ್ಯಾ ಕಾಳ್ಕಾತ್ ಖೊಲಾತ್, ಕನ್ನಾಚ್ ತುಟಿನಸಲ್ಲ್ಯಾ ಸರ್ಪೊಳ್ಯಾನಿ ಭಾಂದುನ್ ಥವಲ್ಲೆ ಹಾಯ್.