Jude 1:7 — Compare Translations
7 translations compared side by side
Odia - 1840
"ସଦୋମ, ଗ ମାରେ ଓ ତା' ପାଖାପାଖି ଅନ୍ୟ ନଗରଗୁଡ଼ିକୁ ମନେ ପକାଅ। ସମାନେେ ଠିକ୍ ସହେି ସ୍ବର୍ଗଦୂତମାନଙ୍କ ପରି। ସହେି ନଗରଗୁଡ଼ିକ ବ୍ଯଭିଚାର ପାପ ଓ ଅସ୍ବାଭାବିକ କାମୁକତା ରେ ପରିପୂର୍ଣ୍ଣ ଥିଲା। ସମାନେେ ଅନନ୍ତ ଅଗ୍ନି ଦଣ୍ଡ ରେ ଦଣ୍ଡିତ ହେଲେ। ସମାନଙ୍କେର ଦଣ୍ଡ ଆମ୍ଭମାନଙ୍କ ଆଗ ରେ ଗୋଟିଏ ଉଦାହରଣ ସ୍ବରୂପ ରହିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିପରି ସଦୋମ ଓ ଗମୋରା ପୁଣି ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ଵାଭାବିକ କାମୁକତାରେ ଆସକ୍ତ ହେବାରୁ ଅନ; ଅଗ୍ନିରୂପ ଦଣ୍ତ ଭୋଗ କରି ଦୃଷ୍ଟାନ୍ତ ସ୍ଵରୂପ ହୋଇ ଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସଦୋମ ଓ ଗମୋର ଏବଂ ତନ୍ନିକଟସ୍ଥ ନଗରୀଗୁଡ଼ିକର ଦଶାସ୍ମରଣ କର। ସେମାନେ ଉକ୍ତ ଦୁତମାନଙ୍କର ଅନୁରୂପ ଆଚରଣ କରି ଇନ୍ଦ୍ରିୟ ଲାଳସା ଓ ଅସ୍ୱାଭାବିକ କାମୁକତାରେ ଲିପ୍ତ ହେଲେ। ଅନ୍ୟମାନଙ୍କୁ ସତର୍କ କରାଇ ଦେବା ନିମେନ୍ତ ସେମାନେ ଅନନ୍ତ ନରକାଗ୍ନିରେ ଦଣ୍ଡଭୋଗ କରୁଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସଦୋମ, ଗମୋରା ଓ ତା’ ପାଖାପାଖି ଅନ୍ୟ ନଗରଗୁଡ଼ିକୁ ମନେ ପକାଅ। ସେମାନେ ଠିକ୍ ସେହି ସ୍ୱର୍ଗଦୂତମାନଙ୍କ ପରି। ସେହି ନଗରଗୁଡ଼ିକ ବ୍ୟଭିଗ୍ଭର ପାପ ଓ ଅସ୍ୱାଭାବିକ କାମୁକତାରେ ପରିପୂର୍ଣ୍ଣ ଥିଲା। ସେମାନେ ଅନନ୍ତ ଅଗ୍ନି ଦଣ୍ଡରେ ଦଣ୍ଡିତ ହେଲେ। ସେମାନଙ୍କର ଦଣ୍ଡ ଆମ୍ଭମାନଙ୍କ ଆଗରେ ଗୋଟିଏ ଉଦାହରଣ ସ୍ୱରୂପ ରହିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହିପରି ସଦୋମ ଓ ଗମୋରା ପୁଣି, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେହିପରି ସଦୋମ ଓ ଗମୋରା ପୁଣି, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸೊದೊಮ್, ಗೊಮೊರ್ ಅನಿ ತೆಚ್ಯಾ ಆಜುಬಾಜುಕ್ ಹೊತ್ತ್ಯಾ ಶಾರಾಕ್ನಿ ಯಾದ್ ಕರುನ್ ಘೆವಾ, ಥೈತ್ಲ್ಯಾ ಲೊಕಾನಿಬಿ ತ್ಯಾ ದೆವಾಚ್ಯಾ ದುತಾಂಚ್ಯಾ ಸಾರ್ಕೆ ಅನೈತಿಕ್ ಶಾರಿರಿಕ್ ಸಮಂದ್ ಅನಿ ಸ್ವಭಾವಾ ಸಾರ್ಕೆ ಕರಿನಸ್ತಾನಾ ರ್ಹಾತಲೆ, ಪೊಜ್ಡೆಪಾನ್ ಕರ್ಲ್ಯಾನಿ. ಅಸೆ ತೆನಿ ಸಗ್ಳ್ಯಾಕ್ನಿ ಎಕ್ ಹುಶಾರ್ಕಿಚ್ಯಾ ರುಪಾತ್ ಕನ್ನಾಚ್ ಇಜಿನಸಲ್ಲ್ಯಾ ಆಗಿಚ್ಯಾ ಶಿಕ್ಷಾತ್ ಪಡ್ಲ್ಯಾನಿ.