Judges 1:10 — Compare Translations

5 translations compared side by side

Odia - 1840
"ଏହାପରେ ୟିହକ୍ସ୍ଟଦାର ଲୋକମାନେ କିଣାନୀଯମାନଙ୍କ ସହିତ ୟକ୍ସ୍ଟଦ୍ଧ କଲେ। ଯେଉଁମାନେ ହିବ୍ରୋଣ ସହର ରେ ବାସ କରୁଥିଲେ। ହିବ୍ରୋଣର ପୂରାତନ ନାମ ଥିଲା କିରିଯଥ ଅର୍ବ ୟିହକ୍ସ୍ଟଦାର ଲୋକମାନେ ଶେଶଯ, ଅହୀମାନ ଓ ତନ୍ମଯକକ୍ସ୍ଟ ପରାସ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯିହୁଦା ହିବ୍ରୋଣବାସୀ କିଣାନୀୟମାନଙ୍କ ବିରୁଦ୍ଧରେ ଯାଇ ଶେଶୟକୁ ଓ ଅହୀମାନକୁ ଓ ତଲ୍ମୟକୁ ବଧ କଲା; ପୂର୍ବେ ଏହି ହିବ୍ରୋଣର ନାମ କିରୀୟଥର୍ବ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିହୁଦାର ଲୋକମାନେ କିଣାନୀୟମାନଙ୍କ ସହିତ ଯୁଦ୍ଧ କଲେ, ଯେଉଁମାନେ ହିବ୍ରୋଣ ସହରରେ ବାସ କରୁଥିଲେ। ହିବ୍ରୋଣର ପୂରାତନ ନାମ ଥିଲା କିରିୟଥ ଅର୍ବ ଯିହୁଦାର ଲୋକମାନେ ଶେଶୟ, ଅହୀମାନ ଓ ତନ୍ମୟକୁ ପରାସ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯିହୁଦା ହିବ୍ରୋଣବାସୀ କିଣାନୀୟମାନଙ୍କ ବିରୁଦ୍ଧରେ ଯାଇ ଶେଶୟକୁ ଓ ଅହୀମାନ୍‍କୁ ଓ ତଲ୍ମୟକୁ ବଧ କଲା; ପୂର୍ବେ ଏହି ହିବ୍ରୋଣର ନାମ କିରୀୟଥ୍‍-ଅର୍ବ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯିହୁଦା ହିବ୍ରୋଣବାସୀ କିଣାନୀୟମାନଙ୍କ ବିରୁଦ୍ଧରେ ଯାଇ ଶେଶୟକୁ ଓ ଅହୀମାନକୁ ଓ ତଲ୍ମୟକୁ ବଧ କଲା; ପୂର୍ବେ ଏହି ହିବ୍ରୋଣର ନାମ କିରୀୟଥ୍‍-ଅର୍ବ ଥିଲା।