Judges 1:11 — Compare Translations

5 translations compared side by side

Odia - 1840
"ୟିହକ୍ସ୍ଟଦାର ଲୋକମାନେ ସେ ସ୍ଥାନକକ୍ସ୍ଟ ପରିତ୍ଯାଗ କଲେ। ସମାନେେ ଦବୀର ସହର ଅଭିମକ୍ସ୍ଟଖେ ସମାନଙ୍କେର ଲୋକମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବାକୁ ଗଲେ। ଅତୀତ କାଳ ରେ ଦବୀର ନାମ ଥିଲା କିରିଯଥ ସଫରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ସେଠାରୁ ଦବୀର-ନିବାସୀମାନଙ୍କ ପ୍ରତିକୂଳରେ ଗଲା । ପୂର୍ବେ ଏହି ଦବୀରର ନାମ କିରୀୟଥ୍-ସେଫର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
କାଲେବ୍ ଓ ତାଙ୍କର କନ୍ୟା ଯିହୁଦାର ଲୋକମାନେ ସେ ସ୍ଥାନକୁ ପରିତ୍ୟାଗ କଲେ। ସେମାନେ ଦବୀର ସହର ଅଭିମୁଖେ ସେମାନଙ୍କର ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ। ଅତୀତ କାଳରେ ଦବୀର ନାମ ଥିଲା କିରିୟଥ ସେଫର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗଲା। ପୂର୍ବେ ଏହି ଦବୀରର ନାମ କିରୀୟଥ୍‍-ସେଫର ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ସେଠାରୁ ଦବୀର-ନିବାସୀମାନଙ୍କ ବିରୁଦ୍ଧରେ ଗଲା। ପୂର୍ବେ ଏହି ଦବୀରର ନାମ କିରୀୟଥ୍‍-ସେଫର ଥିଲା।