Judges 1:12 — Compare Translations

5 translations compared side by side

Odia - 1840
"ୟିହକ୍ସ୍ଟଦାର ଲୋକମାନେ ୟକ୍ସ୍ଟଦ୍ଧ ଆରମ୍ଭ କଲା ପୂର୍ବରକ୍ସ୍ଟ, କାଲେବ୍ ସକୋନଙ୍କକ୍ସ୍ଟ ଗୋଟିଏ ପ୍ରତିଜ୍ଞା କରିଥିଲେ। କାଲବେ କହିଲା, ମୁ କିରିଯଥ ସଫରେ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବାକୁ ଗ୍ଭ ହେଁ। ଯେଉଁ ଲୋକ ସେ ସହରକକ୍ସ୍ଟ ପରାସ୍ତ କରିବ, ମୁ ତା' ସହିତ ମାରେ କନ୍ଯା ଅକ୍ଷାରକକ୍ସ୍ଟ ବିବାହ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି କାଲେବ୍ କହିଲେ, ଯେ କିରୀୟଥ୍-ସେଫରକୁ ଆଘାତ କରି ହସ୍ତଗତ କରିବ, ମୁଁ ତାହା ସହିତ ମୋʼ କନ୍ୟା ଅକ୍ଷାର ବିବାହ ଦେବି ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ଲୋକମାନେ ଯୁଦ୍ଧ ଆରମ୍ଭ କଲା ପୂର୍ବରୁ, କାଲେବ୍ ସେମାନଙ୍କୁ ଗୋଟିଏ ପ୍ରତିଜ୍ଞା କରିଥିଲେ। କାଲେବ କହିଲା, “ମୁଁ କିରିୟଥ ସେଫର ବିରୁଦ୍ଧରେ ଯୁଦ୍ଧ କରିବାକୁ ଗ୍ଭହେଁ। ଯେଉଁ ଲୋକ ସେ ସହରକୁ ପରାସ୍ତ କରିବ, ମୁଁ ତା’ ସହିତ ମୋର କନ୍ୟା ଅ‌କ୍‌ଷାରକୁ ବିବାହ ଦେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି କାଲେବ କହିଲେ, “ଯେକେହି କିରୀୟଥ୍‍-ସେଫରକୁ ଆଘାତ କରି ହସ୍ତଗତ କରିବ, ମୁଁ ତାହା ସହିତ ମୋʼ କନ୍ୟା ଅକ୍‍ଷାର ବିବାହ ଦେବି।”
Odia IRV 2017 (ଓଡିଆ ବାଇବେଲ)
ପୁଣି କାଲେବ କହିଲେ, ଯେ କେହି କିରୀୟଥ୍‍-ସେଫରକୁ ଆଘାତ କରି ହସ୍ତଗତ କରିବ, ମୁଁ ତାହା ସହିତ ମୋ’ କନ୍ୟା ଅକ୍‍ଷାର ବିବାହ ଦେବି।