Judges 1:13 — Compare Translations
5 translations compared side by side
Odia - 1840
"କାଲେବ୍ର ଜଣେ କନିଷ୍ଠ ଭାଇ ଥିଲେ ଯାହାର ନାମ ଥିଲା କନସର। କନ୍ସର ପକ୍ସ୍ଟତ୍ର ଅତ୍ନୀଯଲେ। ଅତ୍ନୀଯଲେ କରିଯଥ- ସଫରେର ସହର ଅଧିକାର କରିଥିଲେ ଏବଂ କାଲେବ୍ ତାଙ୍କୁ ଅକ୍ଷାରକକ୍ସ୍ଟ ବିବାହ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ କାଲେବ୍ଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅନିୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟାର ବିବାହ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
କାଲେବ୍ର ଜଣେ କନିଷ୍ଠ ଭାଇ ଥିଲେ ଯାହାର ନାମ ଥିଲା କନ୍ସର। କନ୍ସରର ପୁତ୍ର ଅତ୍ନୀୟେଲ। ଅତ୍ନୀୟେଲ କରିୟଥ-ସେଫରର ସହର ଅଧିକାର କରିଥିଲେ ଏବଂ କାଲେବ୍ ତାଙ୍କୁ ଅକ୍ଷାରକୁ ବିବାହ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍ଷାର ବିବାହ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍ଷାର ବିବାହ ଦେଲେ।