Judges 1:15 — Compare Translations
5 translations compared side by side
Odia - 1840
"ଅକ୍ଷାର କାଲେବ୍ଙ୍କକ୍ସ୍ଟ କହିଲେ, ମାେତେ ଆର୍ଶିବାଦ କର। ଆପଣା ମାେତେ ଦକ୍ଷିଣ ରେ ଭୂମି ଦଇେଛନ୍ତି, ଯାହାକି ଶକ୍ସ୍ଟଷ୍କ, ମାେତେ କିଛି ଜଳ ନିର୍ଝର ଭୂମି ଦିଅନ୍ତକ୍ସ୍ଟ। ଏହାପରେ କାଲେବ୍ ଭୂମିର ଉପରିସ୍ଥ ଓ ତଳସ୍ଥ ନିର୍ଝର ସହେି ଭୂମି ତାଙ୍କୁ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ କହିଲା, ମୋତେ ଏକ ଆଶୀର୍ବାଦ ପ୍ରଦାନ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇ ଅଛନ୍ତି, ମଧ୍ୟ ଜଳନିର୍ଝର ମୋତେ ଦେଉନ୍ତୁ; ତହିଁରେ କାଲେବ୍ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ ।ଆଦି.୩୩:୧୧
Odia Bible ERV 2004 (ପବିତ୍ର ବାଇବଲ)
ଅକ୍ଷାର କାଲେବଙ୍କୁ କହିଲେ, “ମୋତେ ଆଶୀର୍ବାଦ କର। ଆପଣ ମୋତେ ଦକ୍ଷିଣରେ ଭୂମି ଦେଇଛନ୍ତି, ଯାହାକି ଶୁଷ୍କ, ମୋତେ କିଛି ଜଳ ନିର୍ଝର ଭୂମି ଦିଅନ୍ତୁ।” ଏହା ପରେ କାଲେବ୍ ଭୂମିର ଉପରିସ୍ଥ ଓ ତଳସ୍ଥ ନିର୍ଝର ସେହି ଭୂମି ତାଙ୍କୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ କହିଲା, “ମୋତେ ଏକ ଆଶୀର୍ବାଦ ପ୍ରଦାନ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ;” ତହିଁରେ କାଲେବ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ କହିଲା, ମୋତେ ଏକ ଆଶୀର୍ବାଦ ପ୍ରଦାନ କରନ୍ତୁ; କାରଣ ଆପଣ ଦକ୍ଷିଣଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ; ତହିଁରେ କାଲେବ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ।