Judges 1:16 — Compare Translations
5 translations compared side by side
Odia - 1840
"କିଣାନୀଯମାନେ ଖଜକ୍ସ୍ଟରୀପକ୍ସ୍ଟରସ୍ଥର ସହର ଯରେିକୋକକ୍ସ୍ଟ ପରିତ୍ଯାଗ କଲେ ଏବଂ ୟିହକ୍ସ୍ଟଦାର ଲୋକମାନଙ୍କ ସହିତ ୟିହକ୍ସ୍ଟଦାର ମରକ୍ସ୍ଟଅଞ୍ଚଳ ରେ ଲୋକମାନଙ୍କ ସହିତ ବାସ କରିବାକୁ ଗଲେ। ଏହା ଅରାଦର ନିକଟବର୍ତ୍ତୀ ଥିଲା, କନେୀଯ ଲୋକମାନେ ମାଶାଙ୍କେର ଶ୍ବଶକ୍ସ୍ଟର ଘର ପରିବାରରକ୍ସ୍ଟ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶାଙ୍କର ପନିୀ-ଭ୍ରାତା କେନୀୟର ସନ୍ତାନମାନେ ଯିହୁଦା-ସନ୍ତାନମାନଙ୍କ ସହିତ ଖର୍ଜ୍ଜୁରପୁରରୁ ଅରାଦର ଦକ୍ଷିଣ ଦିଗସ୍ଥିତ ଯିହୁଦା ପ୍ରାନ୍ତରକୁ ଉଠି ଯାଇ ସେ ସ୍ଥାନରେ ଲୋକମାନଙ୍କ ମଧ୍ୟରେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିଣାନୀୟମାନେ ଖଜୁରୀପୁରସ୍ଥର ସହର ଯିରୀହୋକୁ ପରିତ୍ୟାଗ କଲେ ଏବଂ ଯିହୁଦାର ଲୋକମାନଙ୍କ ସହିତ ଯିହୁଦାର ମରୁଅଞ୍ଚଳରେ ଲୋକମାନଙ୍କ ସହିତ ବାସ କରିବାକୁ ଗଲେ। ଏହା ଅରାଦର ନିକଟବର୍ତ୍ତୀ ଥିଲା, କେନୀୟ ଲୋକମାନେ ମୋଶାଙ୍କର ଶ୍ୱଶୁର ଘର ପରିବାରରୁ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶାଙ୍କର ପତ୍ନୀ-ଭ୍ରାତା କେନୀୟର ସନ୍ତାନମାନେ ଯିହୁଦା-ସନ୍ତାନମାନଙ୍କ ସହିତ ଖର୍ଜ୍ଜୁରପୁରରୁ ଅରାଦର ଦକ୍ଷିଣ ଦିଗସ୍ଥିତ ଯିହୁଦା ପ୍ରାନ୍ତରକୁ ଉଠିଯାଇ ସେ ସ୍ଥାନରେ ଲୋକମାନଙ୍କ ମଧ୍ୟରେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶାଙ୍କର ପତ୍ନୀ-ଭ୍ରାତା କେନୀୟର ସନ୍ତାନମାନେ ଯିହୁଦା-ସନ୍ତାନମାନଙ୍କ ସହିତ ଖର୍ଜ୍ଜୁରପୁରରୁ ଅରାଦର ଦକ୍ଷିଣ ଦିଗସ୍ଥିତ ଯିହୁଦା ପ୍ରାନ୍ତରକୁ ଉଠି ଯାଇ ସେ ସ୍ଥାନରେ ଲୋକମାନଙ୍କ ମଧ୍ୟରେ ବାସ କଲେ।