Judges 1:17 — Compare Translations
5 translations compared side by side
Odia - 1840
"ୟିହକ୍ସ୍ଟଦା ଓ ତାଙ୍କର ଭାଇମାନେ ମିଶିଶିମିଯୋନ ପରିବାରବର୍ଗ ସହିତ ଗଲେ, ସମାନେେ ସଫାତ୍ବାସୀ କିଣାନୀଯମାନଙ୍କୁ ଆଘାତ କରି ସହେି ନଗରକକ୍ସ୍ଟ ବର୍ଜିତ ରୂପେ ବିନାଶ କଲେ ଏବଂ ସହେି ନଗର ନାମ ହେଲା ହର୍ମା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯିହୁଦା ଆପଣା ଭ୍ରାତା ଶିମୀୟୋନ ସହିତ ଗମନ କଲା ଓ ସେମାନେ ସଫାତ୍ବାସୀ କିଣାନୀୟମାନଙ୍କୁ ଆଘାତ କରି; ସେହି ନଗରକୁ ବର୍ଜିତ ରୂପେ ବିନାଶ କଲେ ଓ ସେହି ନଗରର ନାମ ହର୍ମା ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦା ଓ ତାଙ୍କର ଭାଇମାନେ ମିଶି ଶିମିୟୋନ ପରିବାରବର୍ଗ ସହିତ ଗଲେ, ସେମାନେ ସଫାତ୍ ବାସୀ କିଣାନୀୟମାନଙ୍କୁ ଆଘାତ କରି ସେହି ନଗରକୁ ବର୍ଜିତ ରୂପେ ବିନାଶ କଲେ ଏବଂ ସେହି ନଗରର ନାମ ହେଲା ହର୍ମା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯିହୁଦା ଆପଣା ଭ୍ରାତା ଶିମୀୟୋନ ସହିତ ଗମନ କଲା ଓ ସେମାନେ ସଫାତ୍ବାସୀ କିଣାନୀୟମାନଙ୍କୁ ଆକ୍ରମଣ କରି ସେହି ନଗରକୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ଓ ସେହି ନଗରର ନାମ ହର୍ମା ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯିହୁଦା ଆପଣା ଭ୍ରାତା ଶିମୀୟୋନ ସହିତ ଗମନ କଲା ଓ ସେମାନେ ସଫାତ୍ବାସୀ କିଣାନୀୟମାନଙ୍କୁ ଆକ୍ରମଣ କରି ସେହି ନଗରକୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ଓ ସେହି ନଗରର ନାମ ହର୍ମା ହେଲା।