Judges 1:18 — Compare Translations
5 translations compared side by side
Odia - 1840
"ୟିହକ୍ସ୍ଟଦାର ଲୋକମାନେ ଘାସା ସହର ଏବଂ ଏହାର ପାଶର୍ବବର୍ତ୍ତୀ ସହର ଅଧିକାର କଲେ। ସମାନେେ ଅସ୍କିଲୋନ୍ ସହରଗକ୍ସ୍ଟଡିକ ଓ ଇକୋର୍ଣ ଓ ତା'ର ପାଶର୍ବବର୍ତ୍ତୀ ଅଞ୍ଚଳକକ୍ସ୍ଟ ଅଧିକାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦା ମଧ୍ୟ ଘସା ଓ ତହିଁର ଅଞ୍ଚଳ, ଅସ୍କିଲୋନ ଓ ତହିଁର ଅଞ୍ଚଳ, ପୁଣି ଇକ୍ରୋଣ ଓ ତହିଁର ଅଞ୍ଚଳ ହସ୍ତଗତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ଲୋକମାନେ ଘସା ସହର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ସହର ଅଧିକାର କଲେ। ସେମାନେ ଅସ୍କିଲୋନ୍ ସହରଗୁଡ଼ିକ ଓ ଇକ୍ରୋଣ ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳକୁ ଅଧିକାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦା ମଧ୍ୟ ଘସା ଓ ତହିଁର ଅଞ୍ଚଳ, ଅସ୍କିଲୋନ ଓ ତହିଁର ଅଞ୍ଚଳ, ପୁଣି ଇକ୍ରୋଣ ଓ ତହିଁର ଅଞ୍ଚଳ ହସ୍ତଗତ କଲା।
Odia IRV 2017 (ଓଡିଆ ବାଇବେଲ)
ଯିହୁଦା ମଧ୍ୟ ଘସା ଓ ତହିଁର ଅଞ୍ଚଳ, ଅସ୍କିଲୋନ ଓ ତହିଁର ଅଞ୍ଚଳ, ପୁଣି ଇକ୍ରୋଣ ଓ ତହିଁର ଅଞ୍ଚଳ ହସ୍ତଗତ କଲା।