Judges 1:19 — Compare Translations

5 translations compared side by side

Odia - 1840
"ୟିହକ୍ସ୍ଟଦାର ଲୋକମାନେ ଯେତବେେଳେ ୟକ୍ସ୍ଟଦ୍ଧ କରୁଥିଲେ, ସେତବେେଳେ ସଦାପ୍ରଭୁ ସମାନଙ୍କେର ପକ୍ଷ ରେ ଥିଲେ। ସଦାପ୍ରଭୁ ପର୍ବତମଯ ଦେଶକକ୍ସ୍ଟ ସମାନଙ୍କେର ଅଧିକାରକକ୍ସ୍ଟ ଆଣିଲେ। କିନ୍ତୁ ୟିହକ୍ସ୍ଟଦାର ଲୋକମାନେ ତଳଭୂମିଗୁଡିକୁ ସମାନଙ୍କେର ଅଧିନକକ୍ସ୍ଟ ଆଣିପାରି ନ ଥିଲେ। କାରଣ ସଠାେରେ ଯେଉଁ ଲୋକମାନେ ବାସ କରୁଥିଲେ, ଲୌହ ନିର୍ମିତ ରଥ ବ୍ଯବହାର କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଯିହୁଦାର ସହାୟ ଥିଲେ; ଏଣୁ ସେ ସେହି ପର୍ବତମୟ ଦେଶ ନିବାସୀମାନଙ୍କୁ ତଡ଼ିଦେଲା; ମାତ୍ର ସେ ତଳଭୂମି ନିବାସୀମାନଙ୍କୁ ତଡ଼ିଦେଇ ପାରିଲା ନାହିଁ, କାରଣ ସେମାନଙ୍କର ଲୌହ-ରଥ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ଲୋକମାନେ ଯେତେବେଳେ ଯୁଦ୍ଧ କରୁଥିଲେ, ସେତେବେଳେ ସଦାପ୍ରଭୁ ସେମାନଙ୍କର ପକ୍ଷରେ ଥିଲେ। ସଦାପ୍ରଭୁ ପର୍ବତମୟ ଦେଶକୁ ସେମାନଙ୍କର ଅଧିକାରକୁ ଆଣିଲେ। କିନ୍ତୁ ଯିହୁଦାର ଲୋକମାନେ ତଳଭୂମିଗୁଡ଼ିକୁ ସେମାନଙ୍କର ଅଧୀନକୁ ଆଣିପାରି ନ ଥିଲେ। କାରଣ ସେଠାରେ ଯେଉଁ ଲୋକମାନେ ବାସ କରୁଥିଲେ, ସେମାନେ ଲୌହ ନିର୍ମିତ ରଥ ବ୍ୟବହାର କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଯିହୁଦାର ସହାୟ ଥିଲେ; ଏଣୁ ସେ ସେହି ପର୍ବତମୟ ଦେଶ ନିବାସୀମାନଙ୍କୁ ତଡ଼ିଦେଲା; ମାତ୍ର ସେ ତଳଭୂମି ନିବାସୀମାନଙ୍କୁ ତଡ଼ିଦେଇ ପାରିଲା ନାହିଁ, କାରଣ ସେମାନଙ୍କର ଲୌହ ରଥ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଯିହୁଦାର ସହାୟ ଥିଲେ; ଏଣୁ ସେ ସେହି ପର୍ବତମୟ ଦେଶ ନିବାସୀମାନଙ୍କୁ ତଡ଼ିଦେଲା; ମାତ୍ର ସେ ତଳଭୂମି ନିବାସୀମାନଙ୍କୁ ତଡ଼ିଦେଇ ପାରିଲା ନାହିଁ, କାରଣ ସେମାନଙ୍କର ଲୌହ ରଥ ଥିଲା।