Judges 1:2 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଇଶ୍ରାୟେଲୀୟଙ୍କୁ କହିଲେ, ସର୍ବପ୍ରଥମେ ୟିହକ୍ସ୍ଟଦାର ପରିବାରବର୍ଗ ୟିବ। ମୁ ସମାନଙ୍କେୁ ସହେି ଭୂମି ଦବୋକକ୍ସ୍ଟ ଅନକ୍ସ୍ଟମତି ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସଦାପ୍ରଭୁ କହିଲେ, ଯିହୁଦା ଯିବ; ଦେଖ, ଆମ୍ଭେ ତାହା ହସ୍ତରେ ସେହି ଦେଶ ସମର୍ପଣ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲୀୟଙ୍କୁ କହିଲେ, “ସର୍ବପ୍ରଥମେ ଯିହୁଦାର ପରିବାରବର୍ଗ ଯିବେ। ମୁଁ ସେମାନଙ୍କୁ ସେହି ଭୂମି ଦେବାକୁ ଅନୁମତି ଦେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସଦାପ୍ରଭୁ କହିଲେ, “ଯିହୁଦା ଯିବ; ଦେଖ, ଆମ୍ଭେ ତାହା ହସ୍ତରେ ସେହି ଦେଶ ସମର୍ପଣ କରିଅଛୁ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସଦାପ୍ରଭୁ କହିଲେ, “ଯିହୁଦା ଯିବ; ଦେଖ, ଆମ୍ଭେ ତାହା ହସ୍ତରେ ସେହି ଦେଶ ସମର୍ପଣ କରିଅଛୁ।”