Judges 1:20 — Compare Translations
5 translations compared side by side
Odia - 1840
"କାଲେବ୍କକ୍ସ୍ଟ ହିବ୍ରୋଣକକ୍ସ୍ଟ ନବୋ ପାଇଁ ମାଶାେ ପ୍ରତିଜ୍ଞା କରିଥିଲେ, ତେଣୁ ସହେି ଭୂମି କାଲେବ୍କକ୍ସ୍ଟ ଦିଆଗଲା। କାଲେବ୍ ମଧ୍ଯ ବଳାତ୍କାର କରି ଅଙ୍ଗର ତିନି ପକ୍ସ୍ଟତ୍ରକକ୍ସ୍ଟ ସଠାେରକ୍ସ୍ଟ ତଡି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ମୋଶାଙ୍କ ଆଜ୍ଞାନୁସାରେ କାଲେବ୍ଙ୍କୁ ହିବ୍ରୋଣ ଦେଲେ, ଆଉ ସେ ସେ ସ୍ଥାନରୁ ଅନାକର ତିନି ପୁତ୍ରଙ୍କୁ ତଡ଼ିଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
କାଲେବ୍କୁ ହିବ୍ରୋଣକୁ ନେବା ପାଇଁ ମୋଶା ପ୍ରତିଜ୍ଞା କରିଥିଲେ, ତେଣୁ ସେହି ଭୂମି କାଲେବ୍କୁ ଦିଆଗଲା। କାଲେବ୍ର ଲୋକମାନେ ବଳାତ୍କାର କରି ଅନାକର ତିନି ପୁତ୍ରକୁ ସେଠାରୁ ତଡ଼ି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେମାନେ ମୋଶାଙ୍କ ଆଜ୍ଞାନୁସାରେ କାଲେବଙ୍କୁ ହିବ୍ରୋଣ ଦେଲେ, ଆଉ ସେ ସେହି ସ୍ଥାନରୁ ଅନାକର ତିନି ପୁତ୍ରଙ୍କୁ ତଡ଼ିଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେମାନେ ମୋଶାଙ୍କ ଆଜ୍ଞାନୁସାରେ କାଲେବଙ୍କୁ ହିବ୍ରୋଣ ଦେଲେ, ଆଉ ସେ ସେହି ସ୍ଥାନରୁ ଅନାକର ତିନି ପୁତ୍ରଙ୍କୁ ତଡ଼ି ଦେଲେ।