Judges 1:21 — Compare Translations

5 translations compared side by side

Odia - 1840
"ବିନ୍ଯାମୀନର ପରିବାରବର୍ଗମାନେ ୟିରକ୍ସ୍ଟଶାଲମ ନିବାସୀ ୟୀବୂଷୀଯମାନଙ୍କୁ ତଡି ଦେଲେ ନାହିଁ। ତେଣୁ ଆଜିୟାଏ ମଧ୍ଯ ବିଦ୍ଯାମୀନ ସନ୍ତାନଗଣ ସହିତ ବାସ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିନ୍ୟାମୀନ-ସନ୍ତାନମାନେ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ିଦେଲେ ନାହିଁ; ମାତ୍ର ଯିବୂଷୀୟମାନେ ଆଜିଯାଏ ବିନ୍ୟାମୀନ-ସନ୍ତାନଗଣ ସହିତ ବାସ କରୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ବିନ୍ୟାମୀନର ପରିବାରବର୍ଗମାନେ ଯିରୁଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ି ଦେଲେ ନାହିଁ। ତେଣୁ ଆଜିଯାଏ ମଧ୍ୟ ବିନ୍ୟାମୀନ ସନ୍ତାନଗଣ ସହିତ ବାସ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିନ୍ୟାମୀନ୍-ସନ୍ତାନମାନେ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ିଦେଲେ ନାହିଁ; ମାତ୍ର ଯିବୂଷୀୟମାନେ ଆଜି ପର୍ଯ୍ୟନ୍ତ ବିନ୍ୟାମୀନ୍-ସନ୍ତାନଗଣ ସହିତ ବାସ କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ବିନ୍ୟାମୀନ୍-ସନ୍ତାନମାନେ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ି ଦେଲେ ନାହିଁ; ମାତ୍ର ଯିବୂଷୀୟମାନେ ଆଜି ପର୍ଯ୍ୟନ୍ତ ବିନ୍ୟାମୀନ୍-ସନ୍ତାନଗଣ ସହିତ ବାସ କରୁଅଛନ୍ତି।