Judges 1:22 — Compare Translations
5 translations compared side by side
Odia - 1840
"ଯୋଷଫେର ପରିବାରବର୍ଗ ବୈଥଲହମରେ ଲୋକମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ। ଅତୀତ ରେ ବୈଥେଲ୍ର ନାମ ଥିଲା ଲୂସ୍। ସଦାପ୍ରଭୁ ଯୋଷଫେର ପରିବାରବର୍ଗଙ୍କ ପଟ ରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯୋଷେଫ-ବଂଶ ମଧ୍ୟ ବୈଥେଲ୍ ପ୍ରତିକୂଳରେ ଗଲେ; ପୁଣି ସଦାପ୍ରଭୁ ସେମାନଙ୍କ ସଙ୍ଗେ ସଙ୍ଗେ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫଙ୍କ ଲୋକମାନେ ବୈଥେଲ୍ ଅଧିକାର କଲେ ଯୋଷେଫଙ୍କର ପରିବାରବର୍ଗ ବୈଥେଲ୍ର ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ଅତୀତରେ ବୈଥେଲ୍ର ନାମ ଥିଲା ଲୂସ୍। ସଦାପ୍ରଭୁ ଯୋଷେଫଙ୍କର ପରିବାରବର୍ଗଙ୍କ ପଟରେ ଥିଲେ। ଯୋଷେଫଙ୍କର ପରିବାରବର୍ଗ କିଛି ଅନୁଚରଗଣଙ୍କୁ ବୈଥେଲ୍କୁ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୋଷେଫ-ବଂଶ ମଧ୍ୟ ବେଥେଲ୍ ପ୍ରତିକୂଳରେ ଗଲେ; ପୁଣି ସଦାପ୍ରଭୁ ସେମାନଙ୍କ ସଙ୍ଗେ ସଙ୍ଗେ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯୋଷେଫ-ବଂଶ ମଧ୍ୟ ବେଥେଲ୍ ପ୍ରତିକୂଳରେ ଗଲେ; ପୁଣି ସଦାପ୍ରଭୁ ସେମାନଙ୍କ ସଙ୍ଗେ ସଙ୍ଗେ ଥିଲେ।