Judges 1:23 — Compare Translations
4 translations compared side by side
Odia - 1840
"ଯୋଷଫେର ପରିବାରବର୍ଗ କିଛି ଅନକ୍ସ୍ଟଚରଗଣ ବୈଥଲକେକ୍ସ୍ଟ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯୋଷେଫ-ବଂଶ ବୈଥେଲ୍ ଅନୁସନ୍ଧାନ କରିବାକୁ ଲୋକ ପଠାଇଲେ; ପୂର୍ବେ ସେହି ନଗରର ନାମ ଲୂସ୍ଥିଲା ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯୋଷେଫ-ବଂଶ ବେଥେଲ୍ ଅନୁସନ୍ଧାନ କରିବାକୁ ଲୋକ ପଠାଇଲେ; ପୂର୍ବେ ସେହି ନଗରର ନାମ ଲୂସ୍ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଯୋଷେଫ-ବଂଶ ବେଥେଲ୍ ଅନୁସନ୍ଧାନ କରିବାକୁ ଲୋକ ପଠାଇଲେ; ପୂର୍ବେ ସେହି ନଗରର ନାମ ଲୂସ୍ ଥିଲା।